Advertisment

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ଥାନରେ ସଡ଼କ ଦୁର୍ଘଟଣା, ୭ ମୃତ

ଭୁବନେଶ୍ୱର: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ୭ ଜଣଙ୍କର ମୃତ୍ୟୁ ଘଟିଛି। କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବରିମୂଳ ଛକରେ ବସ୍‌ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା କଲ୍ୟାଣପୁର ଛକରେ ମଧ୍ୟ ଦୁର୍ଘଟଣାରେ ଜଣେ ବାଇକ ଆରୋହୀ ପ୍ରାଣ ହରାଇଛନ୍ତି। ଗୋଳନ୍ଥରା  ଥାନା ହଳଦିଆପଦର ଛକରେ  ସଡ଼କ ଦୁର୍ଘଟଣାରେ ଜଣେ  ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ଆସିକା ବଡ଼ନଦୀ ପଠାରେ ବାଲି ବୋଝେଇ ଟ୍ରକ ଚାପାରେ ଜଣଙ୍କ […]

ଅଦ୍ୟତନ ହୋଇଛି
ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ଥାନରେ ସଡ଼କ ଦୁର୍ଘଟଣା, ୭ ମୃତ

sadak d

Advertisment

ଭୁବନେଶ୍ୱର: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ୭ ଜଣଙ୍କର ମୃତ୍ୟୁ ଘଟିଛି। କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବରିମୂଳ ଛକରେ ବସ୍‌ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା କଲ୍ୟାଣପୁର ଛକରେ ମଧ୍ୟ ଦୁର୍ଘଟଣାରେ ଜଣେ ବାଇକ ଆରୋହୀ ପ୍ରାଣ ହରାଇଛନ୍ତି। ଗୋଳନ୍ଥରା  ଥାନା ହଳଦିଆପଦର ଛକରେ  ସଡ଼କ ଦୁର୍ଘଟଣାରେ ଜଣେ  ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି।

Advertisment

ଆସିକା ବଡ଼ନଦୀ ପଠାରେ ବାଲି ବୋଝେଇ ଟ୍ରକ ଚାପାରେ ଜଣଙ୍କ ମୃତ୍ୟୁ ଘଟିଛି। ପୁରୀ ଜିଲ୍ଲା ନିମାପଡ଼ା ସର୍ବାପଡ଼ା ଛକରେ ୨ଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।

ଅନ୍ୟପଟରେ ସମ୍ବଲପୁର ଧନୁପାଲି ଛକ ଆଦିତ୍ୟ କଲ୍ୟାଣମଣ୍ଡପ ନିକଟରେ ଏକ ଟ୍ରକ ସ୍କୁଟିକୁ ଧକ୍କା ଦେବା ଫଳରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଆହତ ହୋଇଛନ୍ତି। ଧନୁପାଲି ପୋଲିସ୍ ଟ୍ରକକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି। ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ସହ ଲୋକେ ରାସ୍ତା ଅବରୋଧ କରିଛନ୍ତି। ପାଟଣାଗଡ଼ ଖପ୍ରାଖୋଲରେ ସଡ଼କ ଦୁର୍ଘଟଣାରେ  ଜଣେ ବାଇକ ଆରୋହୀ ପ୍ରାଣ ହରାଇଛନ୍ତି।

Advertisment

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe