ବିଭୂତି ପଟ୍ଟନାୟକ ପାଇବେ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର

ଭୁବନେଶ୍ୱର: ଚଳିତ ବର୍ଷ ପାଇଁ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ସମ୍ମାନ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ପାଇବେ ବିଶିଷ୍ଟ ଔପନ୍ୟାସିକ ଡକ୍ଟର ବିଭୂତି ପଟ୍ଟନାୟକ। ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଏ। ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ହରିହର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଆଗାମୀ ଦିନରେ ଏକାଡେମୀ ପକ୍ଷରୁ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଏହି ପୁରସ୍କାର ପ୍ରଦାନ କରାଯିବ। ଏଥିସହ ୨୦୧୫ ପାଇଁ ୧୦ ଜଣ ଓ […]

bihuti-patnaik

bihuti-patnaik

Rakesh Mallick
  • Published: Friday, 09 September 2016
  • Updated: 09 September 2016, 08:25 AM IST

Sports

Latest News

ଭୁବନେଶ୍ୱର: ଚଳିତ ବର୍ଷ ପାଇଁ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ସମ୍ମାନ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ପାଇବେ ବିଶିଷ୍ଟ ଔପନ୍ୟାସିକ ଡକ୍ଟର ବିଭୂତି ପଟ୍ଟନାୟକ। ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଏ।

ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ହରିହର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଆଗାମୀ ଦିନରେ ଏକାଡେମୀ ପକ୍ଷରୁ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଏହି ପୁରସ୍କାର ପ୍ରଦାନ କରାଯିବ। ଏଥିସହ ୨୦୧୫ ପାଇଁ ୧୦ ଜଣ ଓ ୨୦୧୬ ମସିହା ପାଇଁ ୧୫ ଜଣ ସାହିତ୍ୟିକଙ୍କୁ ସମ୍ୱର୍ଦ୍ଧନା ଦିଆଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story