ସି-ସୋର ଲିଙ୍କ୍‌: ପ୍ରଭାତଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସି-ସୋର୍ ଲିଙ୍କରେ ଗିରଫ ହୋଇଥିବା ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ଜାମିନ ଆବେଦନ ଭୁବନେଶ୍ୱର ସ୍ୱତନ୍ତ୍ର ସିବିଆଇ କୋର୍ଟରେ ଖାରଜ ହୋଇଯାଇଛି। ଗତକାଲି ସିବିଆଇ କୋର୍ଟରେ ହାଜର ପରେ ଝାରପଡ଼ା ଜେଲ୍ ଡାକ୍ତରଙ୍କ ପରାମର୍ଶକ୍ରମେ ପ୍ରଭାତଙ୍କୁ କ୍ୟାପିଟାଲ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଆଜି ଜାମିନ ଆବେଦନର ଶୁଣାଣି ବେଳେ ପ୍ରଭାତ ଅସୁସ୍ଥ ହୋଇପଡ଼ିଥିଲେ। ସେଥିପାଇଁ ତାଙ୍କ ଓକିଲ ଅପିଲ୍ କରିଥିଲେ। ଏହାସହିତ ମାମଲାରେ ବିଧାୟଙ୍କ ସଂପୃକ୍ତି ନଥିବା ଯୁକ୍ତି ଦର୍ଶାଇଥିଲେ। ଅନ୍ୟପକ୍ଷରେ ଠକେଇ ଓ ଅପରାଧୀକ ଷଡଯନ୍ତ୍ର ଭଳି ଚିଟ୍‌ଫଣ୍ଡ ମାମଲାରେ ଛନ୍ଦି ହୋଇଥିବାରୁ ପ୍ରଭାତଙ୍କୁ ଜାମିନ ନଦେବାକୁ ସିବିଆଇ ପକ୍ଷରୁ ଯୁକ୍ତି ରଖାଯାଇଥିଲା।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’