ବିଜେଡି ସାଙ୍ଗଠନିକ ନିର୍ବାଚନ: ନବୀନଙ୍କ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବକ୍ରିମ ଆରୁଖ

ଭୁବନେଶ୍ୱର: ବିଜେଡିର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାରି ରହିଛି। ବିଜେଡି ସଭାପତି ପଦ ପାଇଁ ଦଳୀୟ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଜେଡି ଦଳୀୟ କାର୍ଯ୍ୟାଳୟରେ ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ପାଖରେ ନବୀନ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତେବେ ନବୀନଙ୍କ ପକ୍ଷରୁ ଦଳର ବରିଷ୍ଠ ନେତା ବିକ୍ରମ ଆରୁଖ ଏହି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତା’ସହିତ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପାଇଁ […]

minister

minister

Rakesh Mallick
  • Published: Friday, 26 February 2016
  • Updated: 26 February 2016, 09:06 AM IST

Sports

Latest News

ଭୁବନେଶ୍ୱର: ବିଜେଡିର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାରି ରହିଛି। ବିଜେଡି ସଭାପତି ପଦ ପାଇଁ ଦଳୀୟ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଜେଡି ଦଳୀୟ କାର୍ଯ୍ୟାଳୟରେ ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ପାଖରେ ନବୀନ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତେବେ ନବୀନଙ୍କ ପକ୍ଷରୁ ଦଳର ବରିଷ୍ଠ ନେତା ବିକ୍ରମ ଆରୁଖ ଏହି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତା’ସହିତ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପାଇଁ ମଧ୍ୟ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଚାଲିଛି । ଆସନ୍ତାକାଲି ନାମାଙ୍କନ ପତ୍ର ଯାଞ୍ଚ ହେବ। ଏହାପରେ ଅର୍ଥାତ୍ ୨୮ ତାରିଖରେ ବିଧିବଦ୍ଧ ଭାବେ ଦଳୀୟ ସଭାପତିଙ୍କ ନାଁ ଘୋଷଣା କରାଯିବ ବୋଲି ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story