ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁରେ ବିଜେଡି ଆଣିଛି ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ। ଏନେଇ ଦଳ ରାଜ୍ୟ ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହୋଇଛି। ବିଜେଡି ସାଧାରଣ ସମ୍ପାଦକ ଦେବାଶିଷ ସାମନ୍ତରାୟଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଯାଇ ନିର୍ବାଚନ କମିଶନଙ୍କୁ ସାକ୍ଷାତ କରିଛନ୍ତି।
ଢେଙ୍କାନାଳରେ ଏକ କଲେଜ ଉତ୍ସବରେ ଧର୍ମେନ୍ଦ୍ର ଅତିଥି ଭାବେ ଯୋଗଦେଇ କିଲ୍ଲାର ପାରିପାର୍ଶ୍ୱିକ ଉନ୍ନତି ପାଇଁ ୨୦,୦୦୦ କୋଟି ଟଙ୍କା ଘୋଷଣା କରିଥିବର ଦଳ ଅଭିଯୋଗ କରିଛନ୍ତି।
ଅନ୍ୟପକ୍ଷରେ ଶାସକ ବିଜେଡି ପଞ୍ଚାୟତ ନିର୍ବାଚନ ଲାଗି ଶାସକ କଳର ଅପବ୍ୟବହାର କରୁଥିବା ଦର୍ଶାଇ ବିଜେପି ନିର୍ବାଚନ କମିଶନଙ୍କ ନିକଟରେ ପଲଟା ଅଭିଯୋଗ ଆଣିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Politics
‘ମୋତେ ମାରିଦେଇଥା’ନ୍ତେ’
‘ପିଏସ୍ଓଠାରୁ ପିସ୍ତଲ ଛଡ଼ାଇ ମୋତେ ଫାୟାରିଂ କରିଥାନ୍ତେ। କୌଣସି ପ୍ରକାରେ ପିଏସ୍ଓ ସେମାନଙ୍କ କବଳରୁ ଖସିଯାଇଥିଲେ।’
Politics
ରାହୁଲଙ୍କ ସାମ୍ବାଦିକ ସମ୍ମିଳନୀ ବେଳେ କଟିଲା ବିଜୁଳି, ବିଜେପି କହିଲା- ଜୟରାମ କାଢ଼ିଥିଲେ ପ୍ଲଗ
ମାଇକ ବନ୍ଦ ହୋଇଯିବାରୁ ରାହୁଲ ଗାନ୍ଧି ଏଥିପାଇଁ ଆଦାନୀ ପାୱାର ଓ ମୋଦି ପାୱାର କଥା କହି କଟାକ୍ଷ କରିଥିଲେ।
Politics
‘ସେମାନଙ୍କ ସେ ଅଭ୍ୟାସ ଯାଇନି, ଭାବୁଛନ୍ତି ଏବେବି ଶାସନରେ ଅଛନ୍ତି’
ସେମାନଙ୍କ ଶାସନ ଗଲାଣି, ବିଜେପିର ଶାସନ ଆସିଲାଣି- ଏ କଥା ସେମାନେ ବୁଝିବା ଦରକାର ବୋଲି କହିଛନ୍ତି ବିଜେପି ବିଧାୟକ ସରୋଜ ପାଢ଼ୀ। ହେଲେ କାହା ଉଦ୍ଦେଶ୍ୟରେ ଏ କଥା କହିଛନ୍ତି ସେ?
Politics
ବବିଙ୍କ ଭାଇ କ୍ଷମାପ୍ରାର୍ଥନା ସହ ସରେଣ୍ଡର କଲେ କାହିଁକି?
ଗତକାଲି ଯାଜପୁରରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଥିଲା।