Advertisment

ଧର୍ମେନ୍ଦ୍ରଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲା ବିଜେଡି

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁରେ ବିଜେଡି ଆଣିଛି ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ। ଏନେଇ ଦଳ ରାଜ୍ୟ ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହୋଇଛି। ବିଜେଡି ସାଧାରଣ ସମ୍ପାଦକ ଦେବାଶିଷ ସାମନ୍ତରାୟଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଯାଇ ନିର୍ବାଚନ କମିଶନଙ୍କୁ ସାକ୍ଷାତ କରିଛନ୍ତି। ଢେଙ୍କାନାଳରେ ଏକ କଲେଜ ଉତ୍ସବରେ ଧର୍ମେନ୍ଦ୍ର ଅତିଥି ଭାବେ ଯୋଗଦେଇ କିଲ୍ଲାର ପାରିପାର୍ଶ୍ୱିକ ଉନ୍ନତି ପାଇଁ ୨୦,୦୦୦ କୋଟି ଟଙ୍କା ଘୋଷଣା କରିଥିବର ଦଳ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ […]

ଅଦ୍ୟତନ ହୋଇଛି
ଧର୍ମେନ୍ଦ୍ରଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲା ବିଜେଡି

bjd in election commisation

Advertisment

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁରେ ବିଜେଡି ଆଣିଛି ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ। ଏନେଇ ଦଳ ରାଜ୍ୟ ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହୋଇଛି। ବିଜେଡି ସାଧାରଣ ସମ୍ପାଦକ ଦେବାଶିଷ ସାମନ୍ତରାୟଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଯାଇ ନିର୍ବାଚନ କମିଶନଙ୍କୁ ସାକ୍ଷାତ କରିଛନ୍ତି।

Advertisment

ଢେଙ୍କାନାଳରେ ଏକ କଲେଜ ଉତ୍ସବରେ ଧର୍ମେନ୍ଦ୍ର ଅତିଥି ଭାବେ ଯୋଗଦେଇ କିଲ୍ଲାର ପାରିପାର୍ଶ୍ୱିକ ଉନ୍ନତି ପାଇଁ ୨୦,୦୦୦ କୋଟି ଟଙ୍କା ଘୋଷଣା କରିଥିବର ଦଳ ଅଭିଯୋଗ କରିଛନ୍ତି।

ଅନ୍ୟପକ୍ଷରେ ଶାସକ ବିଜେଡି ପଞ୍ଚାୟତ ନିର୍ବାଚନ ଲାଗି ଶାସକ କଳର ଅପବ୍ୟବହାର କରୁଥିବା ଦର୍ଶାଇ ବିଜେପି ନିର୍ବାଚନ କମିଶନଙ୍କ ନିକଟରେ ପଲଟା ଅଭିଯୋଗ ଆଣିଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe