ବ୍ରହ୍ମପୁରର ପୂର୍ବତନ ମେୟର ଶିବଶଙ୍କର ଦାସଙ୍କ ଘର ଆଗରେ ବୋମାମାଡ଼

ବ୍ରହ୍ମପୁର: ବ୍ରହ୍ମପୁରର ପୂର୍ବତନ ମେୟର ଶିବଶଙ୍କର ଦାସଙ୍କ ଘର ଆଗରେ ବୋମାମାଡ଼ ହୋଇଛି। ଆଜି ଭୋରରେ ୫ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ୨ଟି ବୋମାମାଡ଼ କରି ଫେରାର ହୋଇଯାଇଛନ୍ତି। ବୋମାମାଡ଼ରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣା ପଡ଼ିଛି। ତେବେ ବୋମାମାଡ଼ର କାରଣ ଅସ୍ପଷ୍ଟ ରହିଛି।

siba sankar home

siba sankar home

Rakesh Mallick
  • Published: Monday, 12 June 2017
  • Updated: 12 June 2017, 08:11 AM IST

Sports

Latest News

ବ୍ରହ୍ମପୁର: ବ୍ରହ୍ମପୁରର ପୂର୍ବତନ ମେୟର ଶିବଶଙ୍କର ଦାସଙ୍କ ଘର ଆଗରେ ବୋମାମାଡ଼ ହୋଇଛି। ଆଜି ଭୋରରେ ୫ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ୨ଟି ବୋମାମାଡ଼ କରି ଫେରାର ହୋଇଯାଇଛନ୍ତି।

ବୋମାମାଡ଼ରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣା ପଡ଼ିଛି। ତେବେ ବୋମାମାଡ଼ର କାରଣ ଅସ୍ପଷ୍ଟ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos