ବମିଖାଲ ଟ୍ରାଜେଡି: ପ୍ରକଳ୍ପ ମ୍ୟାନେଜର ଓ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କୁ ଜାମିନ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ବମିଖାଲରେ ନିର୍ମାଣାଧୀନ ଓଭର ବ୍ରିଜ୍‌ ଭୁଶୁଡିବା ଘଟଣାରେ ଦୁଇ ଜଣଙ୍କୁ ଜାମିନ ମିଳିଛି। ସେମାନେ ହେଲେ ପ୍ରକଳ୍ପ ମ୍ୟାନେଜର ବିପୁଲ ଚକ୍ରବର୍ତ୍ତୀ ଓ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ କିଶୋର ରାଉତ। ଖୋର୍ଦ୍ଧା ଜିଲ୍ଲା ଓ ଦୌରା ଜଜ୍‌ଙ୍କ କୋର୍ଟରୁ ସେମାନଙ୍କୁ ଜାମିନ ଦେଇଛନ୍ତି। ସେପ୍ଟେମ୍ୱର ୧୦ ତାରିଖରେ ଓଭରବ୍ରିଜ୍‌ ଭୁଶୁଡ଼ି ପଡ଼ିଥିଲା। ଏଥିରେ ଝାରପଡ଼ାର ସତ୍ୟ ପଟ୍ଟନାୟକ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ଝିଅ ସହ ଅନ୍ୟ […]

Rakesh Mallick
  • Published: Thursday, 12 October 2017
  • Updated: 12 October 2017, 03:57 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ବମିଖାଲରେ ନିର୍ମାଣାଧୀନ ଓଭର ବ୍ରିଜ୍‌ ଭୁଶୁଡିବା ଘଟଣାରେ ଦୁଇ ଜଣଙ୍କୁ ଜାମିନ ମିଳିଛି। ସେମାନେ ହେଲେ ପ୍ରକଳ୍ପ ମ୍ୟାନେଜର ବିପୁଲ ଚକ୍ରବର୍ତ୍ତୀ ଓ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ କିଶୋର ରାଉତ। ଖୋର୍ଦ୍ଧା ଜିଲ୍ଲା ଓ ଦୌରା ଜଜ୍‌ଙ୍କ କୋର୍ଟରୁ ସେମାନଙ୍କୁ ଜାମିନ ଦେଇଛନ୍ତି।

ସେପ୍ଟେମ୍ୱର ୧୦ ତାରିଖରେ ଓଭରବ୍ରିଜ୍‌ ଭୁଶୁଡ଼ି ପଡ଼ିଥିଲା। ଏଥିରେ ଝାରପଡ଼ାର ସତ୍ୟ ପଟ୍ଟନାୟକ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ଝିଅ ସହ ଅନ୍ୟ ୧୪ ଜଣ ଆହତ ହୋଇଥିଲେ। ଏହି ଘଟଣାରେ ଠିକା ସଂସ୍ଥାର ମୁଖ୍ୟଙ୍କ ସମେତ ୪ ଜଣ ଗିରଫ ହୋଇଥିଲେ। ଏପରିକି ଠିକା ସଂସ୍ଥାକୁ କଳା ତାଲିକାଭୁକ୍ତ କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story