ବୌଦ୍ଧରେ ଜଣେ ଚାଷୀଙ୍କ ଆତ୍ମହତ୍ୟା ଅଭିଯୋଗ

ବୌଦ୍ଧ: ରାଜ୍ୟରେ ପୁଣି ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଉଛନ୍ତି ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍  ଖୁଣ୍ଟପଡ଼ା ଗାଁର  ସୁବୋନାଥ ପ୍ରଧାନ। ସୋମବାର ସେ ବିଷ ପିଇ ଦେଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବୌଦ୍ଧ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ବୁର୍ଲା ମେଡ଼ିକାଲ ନିଆଯାଇଥିଲା। ଗତକାଲି ବିଳମ୍ୱିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସ୍ୱଳ୍ପ ବୃଷ୍ଟିପାତ ଯୋଗୁଁ ଫସଲ ଉଜୁଡି ଯିବାରୁ ଋଣ […]

boudh farmer

boudh farmer

Rakesh Mallick
  • Published: Tuesday, 08 December 2015
  • Updated: 08 December 2015, 08:32 AM IST

Sports

Latest News

ବୌଦ୍ଧ: ରାଜ୍ୟରେ ପୁଣି ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଉଛନ୍ତି ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍  ଖୁଣ୍ଟପଡ଼ା ଗାଁର  ସୁବୋନାଥ ପ୍ରଧାନ। ସୋମବାର ସେ ବିଷ ପିଇ ଦେଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବୌଦ୍ଧ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ବୁର୍ଲା ମେଡ଼ିକାଲ ନିଆଯାଇଥିଲା। ଗତକାଲି ବିଳମ୍ୱିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସ୍ୱଳ୍ପ ବୃଷ୍ଟିପାତ ଯୋଗୁଁ ଫସଲ ଉଜୁଡି ଯିବାରୁ ଋଣ ଶୁଝିବା ଚିନ୍ତାରେ ମାନସିକ ଭାରସାମ୍ୟ ହରାଇ ସେ  ବିଷ ପିଇ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ମୃତ ସୁବୋନାଥ ନିଜର ୩ ଏକର ଜମିରେ ଧାନ ଚାଷ କରିଥିଲେ। ଚାଷ ପାଇଁ କୋଅପରେଟିଭ ସୋସାଇଟରୁ ଗତବର୍ଷ ୨୮ ହଜାର ଟଙ୍କା ଋଣ ଆଣି ଶୁଝି ପାରି ନ ଥିଲେ। ସେହିପରି ୫୦ ହଜାରରୁ ଅଧିକ ଟଙ୍କା ହାତଉଧାର କରିଥିଲେ। ଏହି କାରଣରୁ ସେ ଚିନ୍ତାଗ୍ରସ୍ତ ରହୁଥିଲେ ବୋଲି ପରିବାର ଲୋକେ କହିଛନ୍ତି।

ସୂଚନାଯୋଗ୍ୟ, ରବିବାର ଗଜପତି ଜିଲ୍ଲା ଗୁମ୍ମା ବ୍ଲକ୍ ଅନ୍ତର୍ଗତ ନାମନଗଡ଼ ଗାଁର ଚକ୍ରଧର ପାଇକ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story