ଫେବ୍ରୁଆରୀ ୨୨ରୁ ବଜେଟ୍ ଅଧିବେଶନ

ଭୁବନେଶ୍ୱର: ଫେବ୍ରୁଆରୀ ୨୨ ତାରିଖରୁ ଆରମ୍ଭ ହେବ ରାଜ୍ୟ ବଜେଟ୍ ଅଧିବେଶନ। ଆଜି ବାଚସ୍ପତି ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ସହମତି ଭିତ୍ତିରେ ଏହି ନିଷ୍ପତ୍ତି ନିଆଯାଇଛି। ରାଜ୍ୟପାଳଙ୍କ ଅନୁମୋଦନ ପରେ ଏନେଇ ବିଧିବଦ୍ଧ ଘୋଷଣା କରାଯିବ। ନିଷ୍ପତ୍ତି ପ୍ରକାରେ ଫେବ୍ରୁଆରୀ ୨୨ ତାଖରୁ ଏପ୍ରିଲ୍ ୭ ତାରିଖ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ଚାଲିବ ବଜେଟ୍ ଅଧିବେଶନ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ୨୨ ତାରିଖରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଦ୍ୱିତୀୟ ପର୍ଯ୍ୟାୟ […]

allpartymeeting

allpartymeeting

Rakesh Mallick
  • Published: Monday, 30 January 2017
  • Updated: 30 January 2017, 09:10 PM IST

Sports

Latest News

ଭୁବନେଶ୍ୱର: ଫେବ୍ରୁଆରୀ ୨୨ ତାରିଖରୁ ଆରମ୍ଭ ହେବ ରାଜ୍ୟ ବଜେଟ୍ ଅଧିବେଶନ। ଆଜି ବାଚସ୍ପତି ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ସହମତି ଭିତ୍ତିରେ ଏହି ନିଷ୍ପତ୍ତି ନିଆଯାଇଛି। ରାଜ୍ୟପାଳଙ୍କ ଅନୁମୋଦନ ପରେ ଏନେଇ ବିଧିବଦ୍ଧ ଘୋଷଣା କରାଯିବ।

ନିଷ୍ପତ୍ତି ପ୍ରକାରେ ଫେବ୍ରୁଆରୀ ୨୨ ତାଖରୁ ଏପ୍ରିଲ୍ ୭ ତାରିଖ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ଚାଲିବ ବଜେଟ୍ ଅଧିବେଶନ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ୨୨ ତାରିଖରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୪ ତାରିଖରୁ ଆରମ୍ଭ ହେବ। ମାର୍ଚ୍ଚ ୨୭ ତାରିଖରେ ସାଧାରଣ ବଜେଟ୍ ଉପସ୍ଥାପନ କରାଯିବ।

ବୈଠକ ଶେଷରେ ଅର୍ଥ ମନ୍ତ୍ରୀ ପ୍ରଦୀପ ଅମାତ କହିଥିଲେ,“ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ ନେଇ ସର୍ବଦଳୀୟ ବୈଠକରେ ସହମତି ପ୍ରକାଶ ପାଇଛି। ମାର୍ଚ୍ଚ ୩୧ ସୁଦ୍ଧା ବ୍ୟୟ ମଞ୍ଜୁରୀ ବିଲ୍ ପାସ୍ ହେବ।”

ଆଜି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିରୋଧୀ ଦଳ ନେତା ନରସିଂହ ମିଶ୍ର, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଖାଦ୍ୟ ଯୋଗାଣ ମନ୍ତ୍ରୀ ସଞ୍ଜୟ ଦାସବର୍ମା, ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ଅରୁଣ ସାହୁ ଓ ବିଜେପି ବିଧାୟକ ବିଭୂତି ଭୂଷଣ ହରିଚନ୍ଦନ ପ୍ରମୁଖ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story