ବସ୍‌ ଧକ୍କାରେ ଚାଲିଗଲା ୩ ଜୀବନ

ନରସିଂହପୁର (ଓଡ଼ିଶା ରିପୋର୍ଟର): କଟକରୁ ନରସିଂହପୁର ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ବଡ଼ମ୍ୱା ଥାନା ଅଭିରାମପୁର ନିକଟରେ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଜଣେ ବ୍ୟକ୍ତଙ୍କୁ ଧକ୍କା ଦେଇଥିଲା। ପରେ ବସ୍‌ଟି ଦୁଇ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଯାଇଥିଲା। ମୃତକମାନେ ବାଙ୍କୀ ଓ ନରସିଂହପୁର ଅଞ୍ଚଳରେ ବୋଲି ଜଣାପଡ଼ିଛି। ଏହି ଘଟଣାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାଶୁଝା କରିବା […]

Bus accident-in badamba

Bus accident-in badamba

Rakesh Mallick
  • Published: Friday, 10 November 2017
  • Updated: 10 November 2017, 05:25 PM IST

Sports

Latest News

ନରସିଂହପୁର (ଓଡ଼ିଶା ରିପୋର୍ଟର): କଟକରୁ ନରସିଂହପୁର ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ବଡ଼ମ୍ୱା ଥାନା ଅଭିରାମପୁର ନିକଟରେ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଜଣେ ବ୍ୟକ୍ତଙ୍କୁ ଧକ୍କା ଦେଇଥିଲା। ପରେ ବସ୍‌ଟି ଦୁଇ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଯାଇଥିଲା। ମୃତକମାନେ ବାଙ୍କୀ ଓ ନରସିଂହପୁର ଅଞ୍ଚଳରେ ବୋଲି ଜଣାପଡ଼ିଛି। ଏହି ଘଟଣାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାଶୁଝା କରିବା ପରେ ପରିବେଷ ଶାନ୍ତ ପଡ଼ିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos