ଦେଶର କୋଣ ଅନୁକୋଣରେ ପହଞ୍ଚି ପାଇକ ବିଦ୍ରୋହର ଗାଥା: କେନ୍ଦ୍ର ଗଠନ କଲା କମିଟି

ନୂଆଦିଲ୍ଲୀ: ପାଇକ ବିଦ୍ରୋହକୁ ସାରା ଦେଶ ମନେ ପକାବ। ଏଥିପାଇଁ କେନ୍ଦ୍ର ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ କରାଯାଇଛି। ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ସମେତ ଦେଶର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମ ମାନ ଆୟୋଜନ କରାଯିବ। ଏଥିପାଇଁ କେନ୍ଦ୍ର କମିଟି ଗଠନ କରିଛି। କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟିରେ ପ୍ରଥମ ସଦସ୍ୟ ଅଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ଏବଂ ରାଜ୍ୟ ସଂସ୍କୃତି […]

paika bidroha

paika bidroha

Rakesh Mallick
  • Published: Wednesday, 31 May 2017
  • Updated: 31 May 2017, 10:28 AM IST

Sports

Latest News

ନୂଆଦିଲ୍ଲୀ: ପାଇକ ବିଦ୍ରୋହକୁ ସାରା ଦେଶ ମନେ ପକାବ। ଏଥିପାଇଁ କେନ୍ଦ୍ର ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ କରାଯାଇଛି। ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ସମେତ ଦେଶର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମ ମାନ ଆୟୋଜନ କରାଯିବ। ଏଥିପାଇଁ କେନ୍ଦ୍ର କମିଟି ଗଠନ କରିଛି।

କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟିରେ ପ୍ରଥମ ସଦସ୍ୟ ଅଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ଏବଂ ରାଜ୍ୟ ସଂସ୍କୃତି ବିଭାଗ ସଚିବ ତୃତୀୟ ସଦସ୍ୟ ଅଛନ୍ତି। ବିଷେଶ ନିମନ୍ତ୍ରିତ ସଦସ୍ୟ ଅଛନ୍ତି ବିଶ୍ୱଭୂଷଣ ହରିଚନ୍ଦନ ଏବଂ ହରପ୍ରସାଦ ଦାସ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos