ଜଗତସିଂହପୁରରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ଜଗତସିଂହପୁର ଗସ୍ତରେ ଯାଇ ସୋମବାର ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ହେଲିକପ୍ଟରରେ ଯାଇ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ହେଲିପ୍ୟାଡରେ ଓହ୍ଲାଇଥିଲେ। ପରେ ସେ ଜିଲ୍ଲାର ସଂସ୍କୃତି ଭବନ, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ନୂତନ ପ୍ରଶାସନିକ ବ୍ଲକ, ଦେବୀଦୋଳଠାରେ ଦେବୀ ନଦୀ ଉପରେ ହାଇଲେଭଲ ସେତୁ ଓ ତିର୍ତ୍ତୋଲ ବ୍ଲକର ନବୀକୃତ ଦକ୍ଷତା ବିକାଶ କେନ୍ଦ୍ରର ଉଦଘାଟନ କରିଥିଲେ । ଏହା ସହ […]

cm

cm

Rakesh Mallick
  • Published: Monday, 17 October 2016
  • Updated: 17 October 2016, 06:59 PM IST

Sports

Latest News

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ଜଗତସିଂହପୁର ଗସ୍ତରେ ଯାଇ ସୋମବାର ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ହେଲିକପ୍ଟରରେ ଯାଇ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ହେଲିପ୍ୟାଡରେ ଓହ୍ଲାଇଥିଲେ। ପରେ ସେ ଜିଲ୍ଲାର ସଂସ୍କୃତି ଭବନ, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ନୂତନ ପ୍ରଶାସନିକ ବ୍ଲକ, ଦେବୀଦୋଳଠାରେ ଦେବୀ ନଦୀ ଉପରେ ହାଇଲେଭଲ ସେତୁ ଓ ତିର୍ତ୍ତୋଲ ବ୍ଲକର ନବୀକୃତ ଦକ୍ଷତା ବିକାଶ କେନ୍ଦ୍ରର ଉଦଘାଟନ କରିଥିଲେ । ଏହା ସହ ଅନେକ ଗୁଡ଼ିଏ ପ୍ରକଳ୍ପର ଭତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଥିଲେ ନବୀନ।

ସେହିପରି ଜିଲ୍ଲାରେ ନିର୍ମାଣ ଶ୍ରମିକ ପେନସନ୍ ଯୋଜନା ଏବଂ ମଧୁବାବୁ ପେନସନ୍ ଯୋଜନାର ମଧ୍ୟ ଶୁଭାରମ୍ଭ କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଆଖିଆଗରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପୋଲିସ୍‌ ଛାତ୍ର କଂଗ୍ରେସ ନେତା ସୁନୀଲ ମାଟିଆଙ୍କ ସମେତ ଦୁଇ ଜଣଙ୍କୁ ଅଟକ ରଖିଯାଇଥିଲା।

ମୁଖ୍ୟମନ୍ତ୍ରୀଙ୍କ ଜଗତସିଂହପୁର ଗସ୍ତ ପୂର୍ବରୁ କଂଗ୍ରେସ ବିରୋଧ ପ୍ରଦର୍ଶନ କରିବ ବୋଲି ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ କଂଗ୍ରେସ ନେତା ଲଲାଟେନ୍ଦୁ ମହାପାତ୍ର କହିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story