ମେକ୍‌ ଇନ୍ ଓଡ଼ିଶା କନ୍‌କ୍ଲେଭ୍‌ରେ ଯୋଗ ଦେବାକୁ ଅରୁଣ ଜେଟଲୀଙ୍କୁ ଆମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସକାଳ ପ୍ରାୟ ୧୧ଟାରେ ମୁଖ୍ୟମନ୍ତ୍ରୀ ଜେଟଲୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କରିଥିଲେ। ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ମେକ୍ ଇନ୍ ଓଡ଼ିଶା କନ୍‌କ୍ଲେଭ୍ ଅନୁଷ୍ଠିତ ହେବ। ଏଥିରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କୁ ନିମନ୍ତ୍ରଣ କରିଥିଲେ। ଏହା ସହିତ ଦୁଇ ଜଣଙ୍କ ମଧ୍ୟରେ ରାଜ୍ୟର ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ଜେଟଲୀଙ୍କୁ ଭେଟିବା ପରେ […]

cm

cm

Rakesh Mallick
  • Published: Tuesday, 11 October 2016
  • Updated: 11 October 2016, 11:58 AM IST

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସକାଳ ପ୍ରାୟ ୧୧ଟାରେ ମୁଖ୍ୟମନ୍ତ୍ରୀ ଜେଟଲୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କରିଥିଲେ। ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ମେକ୍ ଇନ୍ ଓଡ଼ିଶା କନ୍‌କ୍ଲେଭ୍ ଅନୁଷ୍ଠିତ ହେବ। ଏଥିରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କୁ ନିମନ୍ତ୍ରଣ କରିଥିଲେ। ଏହା ସହିତ ଦୁଇ ଜଣଙ୍କ ମଧ୍ୟରେ ରାଜ୍ୟର ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା ହୋଇଥିଲା।

ଜେଟଲୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ କହିଥିଲେ,“ସିଏସ୍‌ଟି କ୍ଷତିପୂରଣ ପ୍ରଦାନ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ଦାବି ଜଣାଇଲି। ୨୦୧୨-୧୩ରୁ ଏଯାବତ ସିଏସ୍‌ଟି ବକେୟା ଦେବାକୁ ଦାବି କରାଯାଇଛି।”

ତଳବିରା-୧ କୋଲ୍‌ବ୍ଲକ୍‌ ବାତିଲ ବାବଦକୁ ୫୬୬ କୋଟି ଟଙ୍କାର କ୍ଷତିପୂରଣ ଦେବାକୁ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ନିକଟରେ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ। କ୍ଲିନ୍ ଏନର୍ଜି ସେସର ରାଜ୍ୟ ଅଂଶ ଦେବାକୁ ବି ସେ ଦାବି କରିଛନ୍ତି। ଏହା ସହିତ ରାଜ୍ୟ ଇଣ୍ଡଷ୍ଟ୍ରିଆଲ୍ ଡେଭଲପମେଣ୍ଟ୍ ପ୍ଲାନ୍ ନେଇ ବି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story