ଆଜି ଭଦ୍ରକ ଯିବେ ମୁଖ୍ୟମନ୍ତ୍ରୀ

ଭଦ୍ରକ: ଆଜି ଭଦ୍ରକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୦ଟା ୧୫ରେ ସେ ଭଦ୍ରକରେ ପହଞ୍ଚିବେ। ପରେ ମୁଖ୍ୟମନ୍ତ୍ରୀ ଦଙ୍ଗା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିବା ପରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସ୍ଥିତିର ସମୀକ୍ଷା କରିବେ। ଗତକାଲି ଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଭଦ୍ରକ ଗସ୍ତ ନେଇ ସୂଚନା ଦେଇଥିଲେ।

naveen-pattanik

naveen-pattanik

Rakesh Mallick
  • Published: Wednesday, 12 April 2017
  • Updated: 12 April 2017, 07:39 AM IST

Sports

Latest News

ଭଦ୍ରକ: ଆଜି ଭଦ୍ରକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୦ଟା ୧୫ରେ ସେ ଭଦ୍ରକରେ ପହଞ୍ଚିବେ। ପରେ ମୁଖ୍ୟମନ୍ତ୍ରୀ ଦଙ୍ଗା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିବା ପରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସ୍ଥିତିର ସମୀକ୍ଷା କରିବେ। ଗତକାଲି ଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଭଦ୍ରକ ଗସ୍ତ ନେଇ ସୂଚନା ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos