ବିଜେଡିରେ ମିଶିବେ କଂଗ୍ରେସ ତୁଣ୍ଡ!

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଜି କଂଗ୍ରେସ ମୁଖପାତ୍ର ସୁଲୋଚନା ଦାସ ଭେଟିଛନ୍ତି। ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ମିଳିଥିବା ସୂଚନା ଅନୁସାରେ ସୁଲୋଚନା କଂଗ୍ରେସ ଛାଡି ବିଜେଡିରେ ମିଶିବା ନେଇ ନବୀନଙ୍କ ସହ ଆଲୋଚନା କରିଛନ୍ତି। ଦୁଇ ଦିନ ତଳେ କଂଗ୍ରେସର ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାୟକ ଦଳ ଛାଡିବା କଥା ଚିନ୍ତା କରୁଛନ୍ତି ବୋଲି  କହିଥିଲେ। ବିଧାୟକ ଯୋଗେଶ ସିଂହ ବି ହାଇକମାଣ୍ଡଙ୍କ ବିରୋଧରେ ବିଦ୍ରୋହ ଘୋଷଣା କରିଛନ୍ତି।  […]

sulachna das

sulachna das

Rakesh Mallick
  • Published: Monday, 19 June 2017
  • Updated: 19 June 2017, 01:21 PM IST

Sports

Latest News

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଜି କଂଗ୍ରେସ ମୁଖପାତ୍ର ସୁଲୋଚନା ଦାସ ଭେଟିଛନ୍ତି। ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି।

ମିଳିଥିବା ସୂଚନା ଅନୁସାରେ ସୁଲୋଚନା କଂଗ୍ରେସ ଛାଡି ବିଜେଡିରେ ମିଶିବା ନେଇ ନବୀନଙ୍କ ସହ ଆଲୋଚନା କରିଛନ୍ତି।

ଦୁଇ ଦିନ ତଳେ କଂଗ୍ରେସର ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାୟକ ଦଳ ଛାଡିବା କଥା ଚିନ୍ତା କରୁଛନ୍ତି ବୋଲି  କହିଥିଲେ। ବିଧାୟକ ଯୋଗେଶ ସିଂହ ବି ହାଇକମାଣ୍ଡଙ୍କ ବିରୋଧରେ ବିଦ୍ରୋହ ଘୋଷଣା କରିଛନ୍ତି।  ପୂର୍ବରୁ ଅନୁଗୋଳ ଜିଲ୍ଲା କଂଗ୍ରେସ ସଭାପତି ଓ ଢେଙ୍କାନାଳ ଜିଲ୍ଲା କଂଗ୍ରେସ ସଭାପତି ଦଳ ଛାଡି ଅନ୍ୟ ଦଳରେ ମିଶିଛନ୍ତି।  ଜଣଙ୍କ ପରେ ଜଣେ ନେତା ଦଳ ଛାଡିବା ଓ ଦଳ ଛାଡିବାର ସଂକେତ ରାଜ୍ୟ କଂଗ୍ରେସ ପାଇଁ ଚିନ୍ତାର କାରଣ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story