ବାଲାଂଦେଶ ଉପକୂଳ ଛୁଇଁଲା ସାମୁଦ୍ରିକ ଝଡ଼ ‘ମୋରା’  

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ୍ ଷ୍ଟର୍ମ ‘ମୋରା’ ବାଲାଂଦେଶ ଉପକୂଳ ଛୁଇଁଛି।  ବାଂଲାଦେଶର ସ୍ଥଳ ଭାଗରେ ଏହା ପିଟି ହୋଇଛି। ଫଳରେ ବାଂଲାଦେଶରେ ‘ମୋରା’ ବ୍ୟାପକ କ୍ଷୟକ୍ଷତି ଘଟାଇବା ଆଶଙ୍କା କରାଯାଉଛି। ଏହାପୂର୍ବରୁ ବାଂଲାଦେଶ ଉପକୂଳ ଅଞ୍ଚଳରୁ ୩ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ‘ମୋରା’ ପ୍ରଭାବରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସହ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛ। ‘ମୋର’ […]

nnn

nnn

Rakesh Mallick
  • Published: Tuesday, 30 May 2017
  • Updated: 30 May 2017, 08:56 AM IST

Sports

Latest News

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ୍ ଷ୍ଟର୍ମ ‘ମୋରା’ ବାଲାଂଦେଶ ଉପକୂଳ ଛୁଇଁଛି।  ବାଂଲାଦେଶର ସ୍ଥଳ ଭାଗରେ ଏହା ପିଟି ହୋଇଛି। ଫଳରେ ବାଂଲାଦେଶରେ ‘ମୋରା’ ବ୍ୟାପକ କ୍ଷୟକ୍ଷତି ଘଟାଇବା ଆଶଙ୍କା କରାଯାଉଛି। ଏହାପୂର୍ବରୁ ବାଂଲାଦେଶ ଉପକୂଳ ଅଞ୍ଚଳରୁ ୩ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ‘ମୋରା’ ପ୍ରଭାବରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସହ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛ।

‘ମୋର’ ପାଇଁ ରାଜସ୍ୱ ମନ୍ତ୍ରୀ ଜରୁରୀ ବୈଠକ କରି ୪ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହିସବୁ ଜିଲ୍ଲା ଗୁଡ଼ିକ ହେଲା ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ। ତା’ସହ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story