ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ: ୨ରୁ ୫ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ରୁ ୫ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉକପୂଳର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସମୟରେ ୩୫ରୁ ୪୫ କି.ମି. ବେଗରେ ପବନ ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ କହିଛନ୍ତି। ଚାଷୀମାନଙ୍କୁ ସୁରକ୍ଷିତ ସ୍ଥାନରେ ଧାନ ରଖିବାକୁ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପରାମର୍ଶ […]

rain

rain

Rakesh Mallick
  • Published: Tuesday, 01 November 2016
  • Updated: 01 November 2016, 07:10 PM IST

Sports

Latest News

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ରୁ ୫ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉକପୂଳର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସମୟରେ ୩୫ରୁ ୪୫ କି.ମି. ବେଗରେ ପବନ ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ କହିଛନ୍ତି।

ଚାଷୀମାନଙ୍କୁ ସୁରକ୍ଷିତ ସ୍ଥାନରେ ଧାନ ରଖିବାକୁ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହାସହ ମଣ୍ଡିରେ ଧାନ ଥିଲେ ସୁରକ୍ଷିତ ରଖିବାକୁ କୁହାଯାଇଛି।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos