ଭୁବନେଶ୍ୱର: ଦରଦାମ ବୃଦ୍ଧି ପ୍ରତିବାଦରେ ଆଜି ରାଜ୍ୟ କଂଗ୍ରେସ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କ ଅଫିସ୍ ଘେରାଉ କରାଯିବ। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧି ରୋକିବାରେ ବିଫଳ ହୋଇଛନ୍ତି। ଯାହାଫଳରେ ସାଧାରଣ ଖାଉଟି ହନ୍ତସନ୍ତ ହେଉଛନ୍ତି ବୋଲି ଦଳ ଅଭିଯୋଗ କରିଛି। କେବଳ ପ୍ରତିଶ୍ରୁତି ଦେଇ ଲୋକଙ୍କୁ ଭୁଆଁ ବୁଲାଉଥିବାରୁ ଏହାର ପ୍ରତିବାଦରେ ଜିଲ୍ଲାପାଳଙ୍କ ଅଫିସ୍ ଘେରାଉ କରାଯାଇ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଓଲଟି ପଡ଼ିଲା ଟମାଟୋ ବୋଝେଇ ଟ୍ରକ୍; ଯିଏ ପାରିଲା ବୋହିନେଲା
ଟମାଟୋ ବୋଝେଇ ଟ୍ରକ୍ଟି ଛତିଶଗଡ଼ରୁ କଲିକୋତା ଅଭିମୁଖେ ଯିବାବେଳେ ଏହି ଦୁର୍ଘଟଣା ଘଟିଛି।
Accident
ରାତିରେ ଖାଇ ଶୋଇଲେ ଦାଦା,ପୁତୁରା; ସକାଳେ ଚାଲିଗଲା ଜୀବନ
ଉଭୟଙ୍କର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ିନାହିଁ।
Crime
ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ;୧୧ଟି ସ୍ଥାନରେ ଚଢ଼ାଉ
ସୁରେଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Miscellaneous
ଅତିବଡ଼ି ଜଗନ୍ନାଥ ଦାସଙ୍କ ସ୍ମୃତି ପୀଠରେ ଝୁଲୁଛି ତାଲା; ବନ୍ଦ ରହିଛି ଦୈନିକ ପୂଜା ଓ ଭାଗବତ ପାଠ
ଦୀର୍ଘ ବର୍ଷ ଧରି ଅତିବଡ଼ି ଜଗନ୍ନାଥ ଦାସଙ୍କ ଉତ୍ତରାଧିକାରୀ ଭଗବାନ ଦାସ ଏହି ପୀଠରେ ପ୍ରତିଦିନ ଭାଗବତ ପାଠ କରୁଥିଲେ।