ଦରଦାମ ବୃଦ୍ଧି ପ୍ରତିବାଦରେ ଆଜି ସମସ୍ତ ଜିଲ୍ଲାପାଳଙ୍କ ଅଫିସ୍ ଘେରାଉ କରିବ କଂଗ୍ରେସ

ଭୁବନେଶ୍ୱର:  ଦରଦାମ ବୃଦ୍ଧି ପ୍ରତିବାଦରେ ଆଜି ରାଜ୍ୟ କଂଗ୍ରେସ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କ ଅଫିସ୍ ଘେରାଉ କରାଯିବ। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧି ରୋକିବାରେ ବିଫଳ ହୋଇଛନ୍ତି। ଯାହାଫଳରେ ସାଧାରଣ ଖାଉଟି ହନ୍ତସନ୍ତ ହେଉଛନ୍ତି ବୋଲି ଦଳ ଅଭିଯୋଗ କରିଛି। କେବଳ ପ୍ରତିଶ୍ରୁତି ଦେଇ ଲୋକଙ୍କୁ ଭୁଆଁ ବୁଲାଉଥିବାରୁ ଏହାର ପ୍ରତିବାଦରେ ଜିଲ୍ଲାପାଳଙ୍କ ଅଫିସ୍ ଘେରାଉ କରାଯାଇ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି।

28oriBHAWAN

Rakesh Mallick
  • Published: Friday, 28 August 2015
  • , Updated: 28 August 2015, 03:52 AM IST

Related story