ଡିସେମ୍ବର ୧ରୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୧ ତାରିଖରୁ ବିଧାନସଭା ଶୀତ ଅଧିବେଶନ ଆରମ୍ଭ ହେବ। ଏହା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନରେ ୨୪ଟି କାର୍ଯ୍ୟ ଦିବସ ରହିଛି। ଡିସେମ୍ବର ୧ ତାରିଖରେ ଗୃହରେ ସପ୍ଲିମେଣ୍ଟାରୀ ବଜେଟ୍‌ ଆସିବ। ରାଜ୍ୟପାଳଙ୍କ ଅନୁମୋଦନ ପରେ ବିଧିବଦ୍ଧ ଭାବେ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

assembly

Rakesh Mallick
  • Published: Thursday, 10 November 2016
  • , Updated: 10 November 2016, 11:23 AM IST

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୧ ତାରିଖରୁ ବିଧାନସଭା ଶୀତ ଅଧିବେଶନ ଆରମ୍ଭ ହେବ। ଏହା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନରେ ୨୪ଟି କାର୍ଯ୍ୟ ଦିବସ ରହିଛି। ଡିସେମ୍ବର ୧ ତାରିଖରେ ଗୃହରେ ସପ୍ଲିମେଣ୍ଟାରୀ ବଜେଟ୍‌ ଆସିବ।

ରାଜ୍ୟପାଳଙ୍କ ଅନୁମୋଦନ ପରେ ବିଧିବଦ୍ଧ ଭାବେ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

Related story