ଡିପ୍ ଡିପ୍ରେସନର ରୂପ ନେଲା ଲଘୁଚାପ: ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ଅହୁରୀ ଘନିଭୂତ ହୋଇଛି। ଡିପ୍ ଡିପ୍ରେସନର ରୂପ ନେଇଛି ଏହି  ଲଘୁଚାପ। ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ସେହିପରି ଉତ୍ତର ଓଡ଼ିଶାର ଗୋଟିଏ କିମ୍ବା ୨ଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ। ସେହିପରି ଏହି ସମୟରେ ଉପକୂଳ ଓଡିଶାରେ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୫ କିଲୋମିଟର ମଧ୍ୟରେ ରହିବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ […]

Rakesh Mallick
  • Published: Tuesday, 10 October 2017
  • Updated: 10 October 2017, 03:37 PM IST

Sports

Latest News

ଭୁବନେଶ୍ୱର: ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ଅହୁରୀ ଘନିଭୂତ ହୋଇଛି। ଡିପ୍ ଡିପ୍ରେସନର ରୂପ ନେଇଛି ଏହି  ଲଘୁଚାପ। ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ସେହିପରି ଉତ୍ତର ଓଡ଼ିଶାର ଗୋଟିଏ କିମ୍ବା ୨ଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ।

ସେହିପରି ଏହି ସମୟରେ ଉପକୂଳ ଓଡିଶାରେ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୫ କିଲୋମିଟର ମଧ୍ୟରେ ରହିବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ  ବାରଣ କରାଯାଇଛି। ଏପଟେ ଆଜି ପାଇଁ ମଧ୍ୟ ଓଡିଶା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos