ଦେଶରେ ଏକ ବିଶ୍ୱସ୍ତରୀୟ ଶିକ୍ଷାନୁଷ୍ଠାନର ଆବଶ୍ୟକତା ରହିଛି: ରାଷ୍ଟ୍ରପତି

ଭୁବନେଶ୍ୱର: ଆରମ୍ଭ ହୋଇଛି ରାଷ୍ଟ୍ରପତି ପ୍ରବଣ ମୁଖାର୍ଜୀଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ। ଭୁବନେଶ୍ୱରରେ ପହଞ୍ଚି ଖୋର୍ଦ୍ଧା ରାମେଶ୍ୱର ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ।  ଏହି ଅବସରରେ ରାଷ୍ଟ୍ରପତି ଦେଶର ଶିକ୍ଷା ବ୍ୟବସ୍ଥା ଉପରେ ଆଲୋକପାତ କରିଥିଲେ। ଦେଶରେ ଏକ ବିଶ୍ୱସ୍ତରୀୟ ଶିକ୍ଷାନୁଷ୍ଠାନର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ। ତାହା ସହିତ ଏହି ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରଣବ, ପୁରାତନ ଛାତ୍ର ତଥା ଓଡିଶାର […]

president

president

Rakesh Mallick
  • Published: Friday, 07 August 2015
  • Updated: 08 August 2015, 02:20 PM IST

Sports

Latest News

ଭୁବନେଶ୍ୱର: ଆରମ୍ଭ ହୋଇଛି ରାଷ୍ଟ୍ରପତି ପ୍ରବଣ ମୁଖାର୍ଜୀଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ। ଭୁବନେଶ୍ୱରରେ ପହଞ୍ଚି ଖୋର୍ଦ୍ଧା ରାମେଶ୍ୱର ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ।  ଏହି ଅବସରରେ ରାଷ୍ଟ୍ରପତି ଦେଶର ଶିକ୍ଷା ବ୍ୟବସ୍ଥା ଉପରେ ଆଲୋକପାତ କରିଥିଲେ। ଦେଶରେ ଏକ ବିଶ୍ୱସ୍ତରୀୟ ଶିକ୍ଷାନୁଷ୍ଠାନର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ। ତାହା ସହିତ ଏହି ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରଣବ, ପୁରାତନ ଛାତ୍ର ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ସ୍ମୃତିଚାରଣ କରିଥିଲେ।

ଏହି ଉତ୍ସବରେ ରାଜ୍ୟପାଳ ଏସ.ସି.ଜମୀର, ମନ୍ତ୍ରୀ ଦେବୀପ୍ରସାଦ ମିଶ୍ର, ପୂର୍ବତନ ସାଂସଦ ଜୟନ୍ତୀ ପଟ୍ଟନାୟକ ଓ ‘ସମ୍ପାଦ’ ସମ୍ପାଦକ ସୌମ୍ୟରଂଜନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।

ରାମେଶ୍ୱରମରୁ ରାଷ୍ଟ୍ରପତି ସିଧା ପୁରୀ ଯାଇଥିଲେ। ସନ୍ଧ୍ୟାରେ ଶ୍ରୀମନ୍ଦିରରେ ଦିଅଁ ଦର୍ଶନ କରିଥିଲେ ସେ। ସଂଧ୍ୟା ୬ଟା ୫ ମିନିଟରେ ପ୍ରଣବ ପୁରୀ ରାଜଭବନରୁ ଶ୍ରୀମନ୍ଦିର ଅଭିମୁଖେ ବାହାରି ଥିଲେ। ଶ୍ରୀମନ୍ଦିର ସାମନାରେ ଗଜପତି ମହାରାଜ ଓ ମୁଖ୍ୟ ପ୍ରଶାସକ ସୁରେଶ ମହାପାତ୍ର ତାଙ୍କୁ ସ୍ୱାଗତ ଜଣାଇଥିଲେ। ଏହାପରେ ରାଷ୍ଟ୍ରପତି ଗରୁଡ଼ସ୍ତମ୍ଭ ଦେଇ ସିଧା ରତ୍ନସିଂହାସନ ନିକଟକୁ ଯାଇ ଚଦ୍ଦୁର୍ଥାମୂର୍ତ୍ତିଙ୍କ ଦର୍ଶନ କରିଥିଲେ। ସେଠାରୁ ମୁକ୍ତି ମଣ୍ଡପ ଦେଇ ବିମଳା ଓ ମହାଲକ୍ଷ୍ମୀଙ୍କ ମନ୍ଦିରକୁ ଯାଇଥିଲେ। ମନ୍ଦିରରୁ ବାହାରିବା ପରେ ମୁଖ୍ୟ ପ୍ରଶାସକ ମହାପ୍ରଭୁଙ୍କ ପ୍ରତିମୂର୍ତ୍ତି ଦେଇ ପ୍ରଣବଙ୍କୁ ସମ୍ୱର୍ଦ୍ଧିତ କରିଥିଲେ। ରାଷ୍ଟ୍ରପତିଙ୍କ କୌଳିକ ପଣ୍ଡା ମଧୁସୂଦନ ପୂଜାପଣ୍ଡା ଓ ସ୍ୟାମାସୁନ୍ଦର ଗୋଛିକାର ତାଙ୍କୁ ଶ୍ରୀଜୀଉଙ୍କ ଦର୍ଶନ କରାଇଥିଲେ।

ଆଜି ଅପରାହ୍ନ ପ୍ରାୟ ଗୋଟାଏ ୪୫ ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ରାଜ୍ୟପାଳ ଏସ.ସି ଜମୀର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ୱାଗତ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story