Advertisment

ଢେଙ୍କାନାଳ: ଯୁବକଙ୍କୁ ଗୁଳି କରି ହତ୍ୟା

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ବାଲିମି ଥାନା ଅନ୍ତର୍ଗତ ଠୋକରା ଗାଁରେ ଆଜି ଜଣେ ଯୁବକଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକଙ୍କ ନାଁ ସଞ୍ଜୀବ ମାଝୀ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଗୁଳିକାଣ୍ଡ  ଘଟିଥିବା ସନ୍ଦେହ କରାଯାଉଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଚଳାଇଛି।

ଅଦ୍ୟତନ ହୋଇଛି
ଢେଙ୍କାନାଳ: ଯୁବକଙ୍କୁ ଗୁଳି କରି ହତ୍ୟା

dddddd

Advertisment

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ବାଲିମି ଥାନା ଅନ୍ତର୍ଗତ ଠୋକରା ଗାଁରେ ଆଜି ଜଣେ ଯୁବକଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକଙ୍କ ନାଁ ସଞ୍ଜୀବ ମାଝୀ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଗୁଳିକାଣ୍ଡ  ଘଟିଥିବା ସନ୍ଦେହ କରାଯାଉଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଚଳାଇଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe