ବିଭିନ୍ନ ସ୍ଥାନରେ ସଡ଼କ ଦୁର୍ଘଟଣାରେ ୧୪ ମୃତ

ଭୁବନେଶ୍ୱର: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସଡ଼କ ଦୁର୍ଘଟଣା ଘଟି ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଯାଜପୁର ଜିଲ୍ଲା ଧର୍ମଶାଳା ନେଉଳପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୬ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ ଜଣେ ଶିଶୁ ଅଛନ୍ତି। ଦୁର୍ଘଟଣାରେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ବଡ଼ଚଣା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। […]

jajpur

jajpur

Rakesh Mallick
  • Published: Thursday, 24 March 2016
  • Updated: 24 March 2016, 05:46 PM IST

Sports

Latest News

ଭୁବନେଶ୍ୱର: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସଡ଼କ ଦୁର୍ଘଟଣା ଘଟି ୧୪ ଜଣଙ୍କ ମୃତ୍ୟୁ ଘଟିଛି।

ଯାଜପୁର ଜିଲ୍ଲା ଧର୍ମଶାଳା ନେଉଳପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୬ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ ଜଣେ ଶିଶୁ ଅଛନ୍ତି। ଦୁର୍ଘଟଣାରେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ବଡ଼ଚଣା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ମୃତକ ଓ ଆହତମାନେ ପଶ୍ଚିମବଙ୍ଗର ବୋଲି ଜଣାପଡିଛି। ସେମାନେ ଏକ ସ୍କର୍ପିଓରେ ପୁରୀ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଗାଡିଟି ଭାରସାମ୍ୟ ହରାଇ ନେଉଳପୁର ନିକଟରେ ଓଲଟି ପଡ଼ିବାରୁ ଘଟଣା ସ୍ଥଳରେ ୬ ଜଣଙ୍କ ମୃତ୍ୟୁ ଘଟିଥିଲା। ସେହିପରି ପାଣିକୋଇଲି-ରଗଡ଼ି ରାସ୍ତାର ଓଚିନ୍ଦାଠାରେ ଗଛରେ ବାଇକ୍‌ ପିଟି ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଛି।

ଢେଙ୍କାନାଳ ବିରାଡିଆଠାରେ ବାଇକ୍‌ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ରାଜଧାନୀରେ ବିଭିନ୍ନ ସ୍ଥାନରେ ବାଇକ୍‌ ଦୁର୍ଘଟଣା ଘଟି ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୟୂରଭଞ୍ଜ ଜିଲ୍ଲା ବାରିପଦା ଠାକୁରମୁଣ୍ଡା ଖଜୁରିପଦାରେ ଏକ କାର ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଦେବଗଡ଼ ବାରକୋଟ୍‌ ଖଜୁରୀଖମଣ ନିକଟରେ ଏକ ବାଇକ୍ ଦୁର୍ଘଟଣା ଗ୍ରସ୍ତ ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story