ପୃଥକ ଦୁର୍ଘଟଣାରେ ୬ ମୃତ, ୧୬ ଗୁରୁତର

ଢେଙ୍କାନାଳ/ସୋନପୁର: ଢେଙ୍କାନାଳ ଓ ସୋନପୁରରେ ଆଜି ହୋଇଥିବା ପୃଥକ ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଢେଙ୍କାନାଳ ଜିଲ୍ଲା ଗୁଡ଼ିଆକାଟେଣୀ ନିକଟରେ ଆଜି ଭୋର ପ୍ରାୟ ୪ଟା ବେଳେ ୫୫ ନମ୍ବର ଜାତୀୟ ରାଜପଥରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ବସ୍‌ ପଛରୁ ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଥିଲେ। ଗୁରୁତର ଆହତମାନଙ୍କୁ […]

dhenkanalaccident

dhenkanalaccident

Rakesh Mallick
  • Published: Monday, 20 February 2017
  • Updated: 20 February 2017, 08:30 PM IST

Sports

Latest News

ଢେଙ୍କାନାଳ/ସୋନପୁର: ଢେଙ୍କାନାଳ ଓ ସୋନପୁରରେ ଆଜି ହୋଇଥିବା ପୃଥକ ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଢେଙ୍କାନାଳ ଜିଲ୍ଲା ଗୁଡ଼ିଆକାଟେଣୀ ନିକଟରେ ଆଜି ଭୋର ପ୍ରାୟ ୪ଟା ବେଳେ ୫୫ ନମ୍ବର ଜାତୀୟ ରାଜପଥରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ବସ୍‌ ପଛରୁ ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଥିଲେ। ଗୁରୁତର ଆହତମାନଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସାମାନ୍ୟ ଆହତ ଯାତ୍ରୀଙ୍କୁ ଆଶୁ ଚିକିତ୍ସା ପରେ ଛାଡ଼ି ଦିଆଯାଇଛି।

ବସ୍‌ଟି ବଲାଙ୍ଗିରରୁ ଭୁବନେଶ୍ୱର ଯାଉଥିଲା। ବସ୍‌ରେ ପ୍ରାୟ ୪୫ ଜଣ ଯାତ୍ରୀ ଥିଲେ। ଯାତ୍ରୀଙ୍କ କହିବା ଅନୁଯାୟୀ ବସ୍ ଡ୍ରାଇଭର ବାରମ୍ବାର ମୋବାଇଲ୍‌ରେ କଥା ହେଉଥିଲେ। ସେଥିପାଇଁ ଦୁର୍ଘଟଣା ଘଟିଲା। ଦୁର୍ଘଟଣା ପରେ ଡ୍ରାଇଭର୍ ଫେରାର ହୋଇଯାଇଛି।

ସେହିପରି ସୋନପୁର ମୁର୍ଷୁଣ୍ଢି ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମିନିଟ୍ରକ୍‌ ଓଲଟି ପଡ଼ିବାରୁ ଜଣେ ଶିଶୁଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ହୋଇଥିଲା। ଆହତ ୧୧ ଜଣଙ୍କୁ ବୀରମହାରାଜପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବାହାଘର ପରେ ଚାନ୍ଦଲିରୁ କଳାପଥର ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story