ବୋଲେରୋ-ଟ୍ରକ୍‌ ମୁହାଁମୁହିଁ ଧକ୍କା: ୨ ମୃତ, ୭ ଆହତ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ହିନ୍ଦୋଳ ରୋଡ୍ ନିକଟରେ ବୋଲେରୋ-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଲେ ପବିତ୍ର ମୋହନ ଦାସ ଓ ସତ୍ୟ ନାରାୟଣ ମିଶ୍ର। ସମସ୍ତ ଆହତମାନଙ୍କୁ ଢେଙ୍କାନାଳ ମେଡିକାଲରେ ଭର୍ତ୍ତି କରାଯାଇଛି। ସମସ୍ତେ ଜିନ୍ଦଲର କର୍ମଚାରୀ ବୋଲି ଜଣାପଡ଼ିଛି।   ଏକ ବାହାଘର ଭୋଜି ଖାଇ କେନ୍ଦ୍ରାପଡ଼ାରୁ ଫେରୁଥିବା ବେଳେ ଆଜି ଭୋର ପ୍ରାୟ ସାଢ଼େ ୫ଟା ବେଳେ […]

dhankanal

dhankanal

Rakesh Mallick
  • Published: Monday, 03 July 2017
  • Updated: 03 July 2017, 11:47 AM IST

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ହିନ୍ଦୋଳ ରୋଡ୍ ନିକଟରେ ବୋଲେରୋ-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଲେ ପବିତ୍ର ମୋହନ ଦାସ ଓ ସତ୍ୟ ନାରାୟଣ ମିଶ୍ର। ସମସ୍ତ ଆହତମାନଙ୍କୁ ଢେଙ୍କାନାଳ ମେଡିକାଲରେ ଭର୍ତ୍ତି କରାଯାଇଛି। ସମସ୍ତେ ଜିନ୍ଦଲର କର୍ମଚାରୀ ବୋଲି ଜଣାପଡ଼ିଛି।   ଏକ ବାହାଘର ଭୋଜି ଖାଇ କେନ୍ଦ୍ରାପଡ଼ାରୁ ଫେରୁଥିବା ବେଳେ ଆଜି ଭୋର ପ୍ରାୟ ସାଢ଼େ ୫ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story