ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେତେକ ଲୋକ ବିଭିନ୍ନ ପ୍ରକାର ଖାଦ୍ୟ ଖାଇବାକୁ ଭଲ ପାଆନ୍ତି। ସ୍ୱାଦିଷ୍ଟ ଖାଦ୍ୟ ମିଳିଗଲେ ହାତକୁ ଚାଟି ଖାଆନ୍ତି। କିଛି ଲୋକ ଅଛନ୍ତି ଯେଉଁମାନଙ୍କୁ ଖାଇ ସାରିବା ପରେ ହାତ ଚାଟିବାକୁ ଭଲ ଲାଗେ। ଶାସ୍ତ୍ରବିତ୍ଙ୍କ କହିବା ଅନୁଯାୟୀ ଖାଦ୍ୟ ଖାଇସାରିବା ପରେ ହାତର ଆଗପଟ ଚାଟନ୍ତୁ, କିନ୍ତୁ ପଛପଟ କେବେ ଚାଟନ୍ତୁ ନାହିଁ। ଏହାଦ୍ୱାରା ଖାଦ୍ୟର ଅପମାନ ହୋଇଥାଏ ଓ ମା’ ଲକ୍ଷ୍ମୀ ଅସନ୍ତୁଷ୍ଟ ହୋଇଥାନ୍ତି। ଖାଦ୍ୟର ଅଭାବ ମଧ୍ୟ ଦେଖାଦେଇଥାଏ। ଏଥିସହ ଆପଣ ନଖ କାଟିବା ସମୟରେ ଟିକେ ଧ୍ୟାନ ଦିଅନ୍ତୁ। ଘର ଭିତରେ ନଖ କାଟନ୍ତୁ ନାହିଁ। ଘର ବାହାରେ ଲୋକେ ଚଲାବୁଲା ନକରୁଥିବା ସ୍ଥାନ ମାନଙ୍କରେ ନଖ କାଟନ୍ତୁ। (ଦେଖନ୍ତୁ ଭିଡିଓ)
https://www.youtube.com/watch?v=DfXsMr2WwAY&list=PLSItThInuALsR3zhPtcvN27BHifeAaF98&index=1
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Food
ବଡ଼ ଦିନରେ ଘରେ ପ୍ରସ୍ତୁତ କରନ୍ତୁ ଚିକେନର ଏହି ସୁନ୍ଦର ରେସିପି
ଏହାକୁ ଗରମାଗରମ ରୁଟି, ନାନ କିମ୍ବା ଭାତ ସହ ଖାଇପାରିବେ।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...