ଯଦି ଦିନର ଆରମ୍ଭ ଭଲ ହୁଏ ପୂରା ଦିନଟି ଭଲରେ କଟିଥାଏ ବୋଲି ସାଧାରଣରେ ବିଶ୍ୱାସ ରହିଛି। ହେଲେ କିଛିଟା କାରଣ ଯୋଗୁଁ ଦିନଟି ଭଲରେ ବିତି ନଥାଏ। ସକାଳୁ ଆମେ କରିଥିବା କିଛି ଭୁଲ୍ ଯୋଗୁଁ ଦିନଟି ଅଶୁଭ ଫଳ ଦେଇଥାଏ ବୋଲି ଶାସ୍ତ୍ରରେ କୁହାଯାଇଛି।
-ସକାଳେ ଉଠି କେବେ ହେଲେ ନିଜ ମୁହଁ ଦର୍ପଣରେ ଦେଖନ୍ତୁ ନାହିଁ। ଏହାଦ୍ୱାରା ନକରାତ୍ମକ ଶକ୍ତିର ପ୍ରଭାବ ପଡ଼ିଥାଏ।
-ଏହାସହ ନିଦରୁ ଉଠିବା ମାତ୍ରେ କୌଣସି ବ୍ୟକ୍ତିଙ୍କ ଚେହେରା ଦେଖନ୍ତୁ ନାହିଁ।
-ଦିନଟି ଆପଣଙ୍କର ଭଲରେ କଟିବାକୁ ଚାହୁଁଥିଲେ ପ୍ରଥମେ ଇଷ୍ଟ ଦେବତାଙ୍କୁ ଧ୍ୟାନ କରନ୍ତୁ। ନ ହେଲେ ତାଙ୍କର ଦର୍ଶନ କରନ୍ତୁ। ନିଜ ହାତ ଦେଖି ଭଗବାନଙ୍କୁ ଧ୍ୟାନ କରନ୍ତୁ। ଏହାଦ୍ୱାରା ଆତ୍ମବିଶ୍ୱାସ ବୃଦ୍ଧି ପାଇଥାଏ।
-ସକାଳ ସମୟରେ ଖାଇବା ପୂର୍ବରୁ ପଶୁ କିମ୍ୱା କୌଣସି ଗାଁର ନାଁ କହୁନ୍ତୁ ନାହିଁ। ଏହାଦ୍ୱାରା ମଧ୍ୟ ଦିନଟି ଭଲରେ କଟି ନଥାଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Food
ବଡ଼ ଦିନରେ ଘରେ ପ୍ରସ୍ତୁତ କରନ୍ତୁ ଚିକେନର ଏହି ସୁନ୍ଦର ରେସିପି
ଏହାକୁ ଗରମାଗରମ ରୁଟି, ନାନ କିମ୍ବା ଭାତ ସହ ଖାଇପାରିବେ।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...