ଭୁବନେଶ୍ୱର(ଓଡିଶା ରିପୋର୍ଟର): ପର୍ବ ପର୍ବାଣୀ ଏବଂ ଉତ୍ସବରେ ଆମେ ପ୍ରିୟଜନମାନଙ୍କୁ ଉପହାର ଦେଉ। ଉପହାର ଦିଆନିଆ କରିବା ପାଶ୍ଚାତ୍ୟ ପରମ୍ପରା। କିନ୍ତୁ ଭାରତୀୟ ମାନେ ଏବେ ଏହାକୁ ସମ୍ପୂର୍ଣ୍ଣ ଭାବେ ଗ୍ରହଣ କରିସାରିଲେଣି। ସମ୍ପର୍କକୁ ଆଉଟିକେ ରଂଗିନ କରିବା ପାଇଁ ଉପହାରର ଆବଶ୍ୟକତା ରହିଛି। ସବୁ ସମ୍ପର୍କ ପାଇଁ ଉପହାର ଭିନ୍ନ ଥାଏ। ତେବେ ଶାସ୍ତ୍ରବିତ୍ଙ୍କ କହିବା ଅନୁଯାୟୀ କାହାକୁ କିଛି ଦେବା ସମୟରେ ଟିକେ ଧ୍ୟାନ ଦିଅନ୍ତୁ। ରୁମାଲ, ଲୁହା ସମ୍ପର୍କିତ ଜିନିଷ,ଧାରୁଆ ଜିନିଷ ଏବଂ ପାଣି ସମ୍ପର୍କିତ ଜିନିଷ କେବେ ଉପହାରରେ ଦିଅନ୍ତୁ ନାହିଁ। ଏହାଦ୍ୱାରା ଅମଙ୍ଗଳ ହୋଇଥାଏ ଏବଂ ସମ୍ପର୍କ ଭାଙ୍ଗିଯାଏ ବୋଲି କୁହାଯାଏ। (ଦେଖନ୍ତୁ ଭିଡିଓ)
https://www.youtube.com/watch?v=ddk-1mlrYZs
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Food
ବଡ଼ ଦିନରେ ଘରେ ପ୍ରସ୍ତୁତ କରନ୍ତୁ ଚିକେନର ଏହି ସୁନ୍ଦର ରେସିପି
ଏହାକୁ ଗରମାଗରମ ରୁଟି, ନାନ କିମ୍ବା ଭାତ ସହ ଖାଇପାରିବେ।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...