ଦୂତିସାହି ଗଣଦୁଷ୍କର୍ମ ମାମଲା: ୨ ଜଣଙ୍କୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଦୂତିସାହି ଗଣଦୁଷ୍କର୍ମ ମାମଲାରେ ୨ ଜଣଙ୍କୁ ୨୦ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ ହୋଇଛି। ସେମାନେ ହେଲେ ବିଶ୍ୱନାଥ ଗୋପ ଏବଂ ଦେବେନ୍‌ ମୁଣ୍ଡା। ଚମ୍ପୁଆ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍‌ ପବିତ୍ର ମୋହନ ସାମଲା ମାମଲାର ବିଚାର କରି ଏହି ରାୟ ଶୁଣାଇଛନ୍ତି। ସେମାନଙ୍କଠାରୁ ୫୦୦୦ ଟଙ୍କା ଲେଖାଏଁ ଜରିମାନା ଆଦାୟ କରିବାକୁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୬ ଫେବୃଆରୀ ୨୪ ତାରିଖରେ ଏହି ଘଟଣା ଘଟିଥିଲା। ଗାଁର […]

kendujhar

kendujhar

Rakesh Mallick
  • Published: Thursday, 23 February 2017
  • Updated: 23 February 2017, 07:43 PM IST

Sports

Latest News

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଦୂତିସାହି ଗଣଦୁଷ୍କର୍ମ ମାମଲାରେ ୨ ଜଣଙ୍କୁ ୨୦ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ ହୋଇଛି। ସେମାନେ ହେଲେ ବିଶ୍ୱନାଥ ଗୋପ ଏବଂ ଦେବେନ୍‌ ମୁଣ୍ଡା। ଚମ୍ପୁଆ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍‌ ପବିତ୍ର ମୋହନ ସାମଲା ମାମଲାର ବିଚାର କରି ଏହି ରାୟ ଶୁଣାଇଛନ୍ତି। ସେମାନଙ୍କଠାରୁ ୫୦୦୦ ଟଙ୍କା ଲେଖାଏଁ ଜରିମାନା ଆଦାୟ କରିବାକୁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

୨୦୧୬ ଫେବୃଆରୀ ୨୪ ତାରିଖରେ ଏହି ଘଟଣା ଘଟିଥିଲା। ଗାଁର ଜଣେ ସ୍ୱାମୀ ପରିତ୍ୟକ୍ତା ନିରାଶ୍ରୟା ମହିଳାଙ୍କୁ ବିଶ୍ୱନାଥ ଓ ଦେବେନ ଗଣ ଦୁଷ୍କର୍ମ କରିଥିଲେ। ସେତେବେଳେ ଏହି ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଥିଲା। ସରକାରଙ୍କ ପକ୍ଷରୁ ଆଇନଜୀବୀ ମଧୁସୂଦନ ପତି ମାମଲା ପରିଚାଳନା କରିଥିଲେ। ୧୭ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଦୌରାଜଜ୍‌ ସେମାନଙ୍କୁ ଦଣ୍ଡାଦେଶ ଶୁଣାଇଛନ୍ତି। ମାତ୍ର ବର୍ଷକ ମଧ୍ୟରେ ଚମ୍ପୁଆ ଅତିରିକ୍ତ ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟରେ ଏହି ଦୁଷ୍କର୍ମ ମାମଲାର ଫଇସଲା ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story