ଫେବୃୟାରୀ ୬ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ଫେବୃୟାରୀ ୬ ଓ ୭ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସୁଛନ୍ତି। ୬ତାରିଖରେ ପାରାଦୀପର ଆଇଓସିଏଲର ସେ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ସେହିଦିନ ସନ୍ଧ୍ୟାରେ ମୋଦି ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ଉକ୍ତ ରାତିରେ ରାଜଭବନରେ ପ୍ରଧାନମନ୍ତ୍ରୀ ରହିବେ। ପରଦିନ ପ୍ରଧାନମନ୍ତ୍ରୀଙ୍କ ନାଇଜର ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି।

modi

modi

Rakesh Mallick
  • Published: Thursday, 07 January 2016
  • Updated: 07 January 2016, 11:16 AM IST

Sports

Latest News

ଭୁବନେଶ୍ୱର: ଆସନ୍ତା ଫେବୃୟାରୀ ୬ ଓ ୭ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସୁଛନ୍ତି। ୬ତାରିଖରେ ପାରାଦୀପର ଆଇଓସିଏଲର ସେ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ସେହିଦିନ ସନ୍ଧ୍ୟାରେ ମୋଦି ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ଉକ୍ତ ରାତିରେ ରାଜଭବନରେ ପ୍ରଧାନମନ୍ତ୍ରୀ ରହିବେ। ପରଦିନ ପ୍ରଧାନମନ୍ତ୍ରୀଙ୍କ ନାଇଜର ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos