ବାହାଘର ଭୋଜି ହେଲା ଶେଷ ଯାତ୍ରା; ଭବାନୀପାଟଣା-ଖଡିଆଳ ଦୁର୍ଘଟଣାରେ ୪ ମୃତ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା-ଖଡିଆଳ ରାସ୍ତାର ବୋର୍ଡ଼ା ନିକଟରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମିନିଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ନିକଟସ୍ଥ ବୋର୍ଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।ବାହାଘର ଭୋଜି ଖାଇ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଏମାନେ ସମସ୍ତେ ନୂଅାପଡ଼ା ଜିଲ୍ଲା ଖଡ଼ଇାଳ ବ୍ଲକ୍ ନେହେଲା ଅଞ୍ଚଳର। ଏମାନେ ସାପସିଲେଟ ଗାଁରୁ ଫେରୁଥିଲେ।

kalahandi accident

kalahandi accident

Rakesh Mallick
  • Published: Tuesday, 09 May 2017
  • Updated: 09 May 2017, 04:27 PM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story