ବାଇଗଣ ଓ ବନ୍ଧାକୋବି ବୋଝେଇ ଟ୍ରକ୍‌ରୁ ମିଳିଲା ଗଞ୍ଜେଇ

ganj

nh

Manoranjan Sial
  • Published: Tuesday, 08 September 2020
  • , Updated: 08 September 2020, 05:09 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାଇଗଣ ଓ ବନ୍ଧାକୋବି ବୋଝେଇ ଟ୍ରକ୍‌ରୁ ଜବତ ହେଲା ଗଞ୍ଜେଇ। ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ଟ୍ରକ୍‌କୁ ଭୁବନେଶ୍ୱର ଖଣ୍ଡଗିରି ନିକଟରୁ ଜବତ କରାଯାଇଛି। ଟ୍ରକ୍‌ରୁ ସାଢ଼େ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୮୦ ଲକ୍ଷ ଟଙ୍କା ହେବ। ଟ୍ରକ୍‌ଟି ଆନ୍ଧ୍ରପ୍ରଦେଶରୁ ବିହାର ଯାଉଥିଲା ବେଳେ ଧରିଲା ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ।

 

Related story