ଗଞ୍ଜାମ: ମିନିବସ୍ ଓଲଟି ୪ ମୃତ, ୮ ଆହତ

ପୁରୁଷୋତ୍ତମପୁର/ବ୍ରହ୍ମପୁର:ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବଡ଼ଖରିଡ଼ାଠାରେ ବୁଧବାର ସକାଳ ପ୍ରାୟ ଆଠଟା ବେଳେ ଏକ ମିନିବସ୍ ଓଲଟି ପଡିବାରୁ ୪ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ୮ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ସ୍ଥିର ରହିଛି ବୋଲି ଡାକ୍ତରଖାନା ପକ୍ଷରୁ କୁହାଯାଇଛି। ମୃତ ୪ଜଣଙ୍କ ମଧ୍ୟରୁ ୨ ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଆଉ ୨ ଜଣଙ୍କର ବ୍ରହ୍ମପୁର ବଡ଼ ମେଡିକାଲରେ ମୃତ୍ୟୁ ଘଟିଛି। ମୃତକଙ୍କ […]

chhatrapur

chhatrapur

Rakesh Mallick
  • Published: Wednesday, 04 November 2015
  • Updated: 04 November 2015, 10:33 AM IST

Sports

Latest News

chhatrapur1ପୁରୁଷୋତ୍ତମପୁର/ବ୍ରହ୍ମପୁର:ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବଡ଼ଖରିଡ଼ାଠାରେ ବୁଧବାର ସକାଳ ପ୍ରାୟ ଆଠଟା ବେଳେ ଏକ ମିନିବସ୍ ଓଲଟି ପଡିବାରୁ ୪ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ୮ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ସ୍ଥିର ରହିଛି ବୋଲି ଡାକ୍ତରଖାନା ପକ୍ଷରୁ କୁହାଯାଇଛି।

ମୃତ ୪ଜଣଙ୍କ ମଧ୍ୟରୁ ୨ ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଆଉ ୨ ଜଣଙ୍କର ବ୍ରହ୍ମପୁର ବଡ଼ ମେଡିକାଲରେ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଦୁଇ ଜଣ ବଡ଼ ଖରିଡ଼ାର ହୋଇଥିବା ବେଳେ ଜଣେ କବିସୂର୍ଯ୍ୟନଗରର ବୋଲି ଜଣାପଡ଼ିଛି।

ବସଟି ଆସ୍କାରୁ ପୁରୁଷୋତ୍ତମପୁର ଅଭିମୁଖେ ଯାଉଥିଲା। ବଡ଼ ଖରିଡ଼ା ନିକଟରେ ବସଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଜଣେ ଆହତ ଯାତ୍ରୀ କହିଛନ୍ତି ଯେ ବସରେ ପ୍ରାୟ ୩୦ ରୁ ୪୦ ଲୋକ ଥିଲେ। ବସଟି ଦ୍ରୁତ ଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ସେହିପରି ଆଉ ଜଣେ ଆହତ ବ୍ୟକ୍ତି କହିଛନ୍ତି ଯେ ବସ୍ ଡ୍ରାଇଭର ମଦ ପିଇ ଦ୍ରୁତ ଗତିରେ ଗାଡ଼ି ଚଳାଉଥିଲେ। ତେଣୁ ଦୁର୍ଘଟଣା ଘଟିଲା।

ଦୁର୍ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକମାନଙ୍କୁ କ୍ଷତିପୂରଣ ଦାବିରେ ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ଟାୟାର ଜାଳି ରାସ୍ତାରୋକ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story