ଭୁବନେଶ୍ୱର: ଉପକୂଳ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହେବ। ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ଥିବାରୁ ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହେବ। ଦକ୍ଷିଣ ଓଡ଼ିଶାରେ ମଧ୍ୟ ବର୍ଷାର ସମ୍ଭାବନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।