ଭାସିବ ଉପକୂଳ ଓଡ଼ିଶା: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ନେଉଛି ଲଘୁଚାପ ରୂପ

ଭୁବନେଶ୍ୱର: ଉପକୂଳ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହେବ। ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ଥିବାରୁ ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହେବ। ଦକ୍ଷିଣ ଓଡ଼ିଶାରେ ମଧ୍ୟ ବର୍ଷାର ସମ୍ଭାବନା ରହିଛି।

Rain

Rakesh Mallick
  • Published: Saturday, 24 June 2017
  • , Updated: 24 June 2017, 05:20 PM IST

ଭୁବନେଶ୍ୱର: ଉପକୂଳ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହେବ। ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ଥିବାରୁ ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହେବ। ଦକ୍ଷିଣ ଓଡ଼ିଶାରେ ମଧ୍ୟ ବର୍ଷାର ସମ୍ଭାବନା ରହିଛି।

Related story