ଫସଲକୁ ଛତା: ସରକାର କହିଲେ- ବର୍ଷା ଆସୁଛି ଧାନକୁ ଘୋଡ଼ାଇ ପକା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ଆସନ୍ତା ୧୩ରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୧୪ରେ ଦକ୍ଷିଣ ଓଡ଼ିଶାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ତେବେ ୧୫ରୁ ୧୮ ମଧ୍ୟରେ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ନୟାଗଡ଼, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ […]

heavy-rain-in-odisha

heavy-rain-in-odisha

Rakesh Mallick
  • Published: Friday, 10 November 2017
  • Updated: 10 November 2017, 06:10 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ଆସନ୍ତା ୧୩ରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୧୪ରେ ଦକ୍ଷିଣ ଓଡ଼ିଶାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ତେବେ ୧୫ରୁ ୧୮ ମଧ୍ୟରେ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ନୟାଗଡ଼, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ତେଣୁ ଏହି ଜିଲ୍ଲା ଗୁଡ଼ିକରେ ଫସଲ ନଷ୍ଟ ହେବାର ଆଶଙ୍କା କରିଛି। ଅମଳ ଧାନକୁ ଘୋଡ଼ାଇ ରଖିବାକୁ ଚାଷୀମାନଙ୍କୁ ସତର୍କ କରାଇବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲଫ୍‌ କମିଶନର (ଏସ୍‌ଆର୍‌ସି)।

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ୧୨ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ତା’ ସହ ୧୫ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା  ହୋଇପାରେ। ୧୮ ତାରିଖ ଯାଏଁ ଏଭଳି ପାଗ ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏହି ସମୟରେ ପବନର ବେଗ ମଧ୍ୟ ଅଧିକ ରହିବ। ଏହି ଅଦିନିଆ ବର୍ଷା ଚାଷ ପାଇଁ ଅନୁକୂଳ ନୁହେଁ, ଅମଳ ହେବାକୁ ଥିବା ଧାନ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି। ତେଣୁ ବର୍ଷାକୁ ନେଇ ଚିନ୍ତାରେ ପଡ଼ି ଯାଇଛନ୍ତି ଚାଷୀ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story