ବର୍ଷାରେ ଧୋଇ ହୋଇଯାଇପାରେ ଦୀପାବଳି

ଭୁବନେଶ୍ୱର: ଦଶହରା ପରି ଦୀପାବଳିକୁ ବି ଧୋଇପାରେ ବର୍ଷା। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୧୭ରେ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୭ ତାରିଖରୁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବିଶେଷ କରି ଉପକୂଳ ଓ ଦକ୍ଷିଣ  ଓଡ଼ିଶାରେ ଅଧିକ ବର୍ଷା ହେବା ସମ୍ଭାବନା ଅଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫  କିଲୋମିଟର ରହିବ।  ଘୂର୍ଣ୍ଣିବଳୟ ଲଘୁଚାପରେ […]

rain

rain

Rakesh Mallick
  • Published: Sunday, 15 October 2017
  • Updated: 15 October 2017, 09:51 AM IST

Sports

Latest News

ଭୁବନେଶ୍ୱର: ଦଶହରା ପରି ଦୀପାବଳିକୁ ବି ଧୋଇପାରେ ବର୍ଷା। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୧୭ରେ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୭ ତାରିଖରୁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ବିଶେଷ କରି ଉପକୂଳ ଓ ଦକ୍ଷିଣ  ଓଡ଼ିଶାରେ ଅଧିକ ବର୍ଷା ହେବା ସମ୍ଭାବନା ଅଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫  କିଲୋମିଟର ରହିବ।  ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବା ପରେ ତାହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ସ୍ଥାନାନ୍ତରିତ ହେବ।  ୨୪ ଘଣ୍ଟା ଭିତରେ ଏହା ଅବପାତରେ ପରିଣତ ହୋଇପାରେ ବୋଲି ଆଞ୍ଚଳିକ  ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story