ହୀରାଖଣ୍ଡ ଏକ୍ସପ୍ରେସ ଦୁର୍ଘଟଣା: ରାଜ୍ୟ ସରକାରଙ୍କ ସହାୟତା ଘୋଷଣା

ଭୁବନେଶ୍ୱର: ହୀରାଖଣ୍ଡ ଏକ୍ସପ୍ରେସ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ରାଜ୍ୟ ସରକାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରତି ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ସହାୟତା ରାଶି ଦିଆଯିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ଓଡ଼ିଶାର ମୃତ ବ୍ୟକ୍ତିଙ୍କ ପରିବାର ଏହି ଟଙ୍କା ପାଇବେ। ଏହାସହ ଆହତଙ୍କ ମାଗଣା ଚିକିତ୍ସା କରାଯିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ସେହିପରି ଆନ୍ଧ୍ରପ୍ରଦେଶ ସରକାର ମଧ୍ୟ ମୃତକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି। ମୃତକଙ୍କ […]

accident

accident

Rakesh Mallick
  • Published: Sunday, 22 January 2017
  • Updated: 22 January 2017, 07:32 PM IST

ଭୁବନେଶ୍ୱର: ହୀରାଖଣ୍ଡ ଏକ୍ସପ୍ରେସ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ରାଜ୍ୟ ସରକାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରତି ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ସହାୟତା ରାଶି ଦିଆଯିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ଓଡ଼ିଶାର ମୃତ ବ୍ୟକ୍ତିଙ୍କ ପରିବାର ଏହି ଟଙ୍କା ପାଇବେ। ଏହାସହ ଆହତଙ୍କ ମାଗଣା ଚିକିତ୍ସା କରାଯିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି।

ସେହିପରି ଆନ୍ଧ୍ରପ୍ରଦେଶ ସରକାର ମଧ୍ୟ ମୃତକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ଚନ୍ଦ୍ରନ୍ନା ବୀମା ଯୋଜନାରେ ୫ ଲକ୍ଷ ଟଙ୍କା ଦେବାକୁ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଘୋଷଣା କରିଛନ୍ତି।

କେନ୍ଦ୍ର ସରକାର ମଧ୍ୟ ସହାୟତା ରାଶି ଘୋଷଣା କରିଛନ୍ତି। ସେହିପରି ଗୁରୁତର ଆହତମାନଙ୍କୁ ୫୦,୦୦୦ ଓ ଆହତଙ୍କୁ ୨୫,୦୦୦ ଟଙ୍କା ପ୍ରଦାନ କରିବାକୁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story