୧୦ ଏପ୍ରିଲ, ମଙ୍ଗଳବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ଧନପ୍ରାପ୍ତିର ଯୋଗ ରହିଛି

ମେଷ:  ସ୍ୱାସ୍ଥ୍ୟ ଭଲ ରହିବ। ଧନ ପ୍ରାପ୍ତିର ଯୋଗ ରହିଛି। ପ୍ରିୟ ବନ୍ଧୁଙ୍କ ସହ ଦେଖା ହୋଇପାରେ। ବୃଷ: ବନ୍ଧୁଙ୍କ ସହଯୋଗ ମିଳିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ମିଥୁନ: ଖର୍ଚ୍ଚାନ୍ତ ହୋଇପାରନ୍ତି। ଶରୀରର କୌଣସି ସ୍ଥାନରେ ଆଘାତ ଲାଗିପାରେ। ବାଦ-ବିବାଦରେ ପଡ଼ିପାରନ୍ତି। କର୍କଟ: ନୂତନ କାମ ଆରମ୍ଭ କରିପାରନ୍ତି। ବ୍ୟସ୍ତତା ଭିତରେ ଦିନଟି କଟିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ସିଂହ: ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ବ୍ୟବସାୟରେ ଲାଭ […]

Rasiphala-1-840x440-1-768x402-1-1-1-1-1-2-2-1-1-840x440-1-1

Rakesh Mallick
  • Published: Tuesday, 10 April 2018
  • , Updated: 10 April 2018, 07:54 AM IST

ମେଷ:  ସ୍ୱାସ୍ଥ୍ୟ ଭଲ ରହିବ। ଧନ ପ୍ରାପ୍ତିର ଯୋଗ ରହିଛି। ପ୍ରିୟ ବନ୍ଧୁଙ୍କ ସହ ଦେଖା ହୋଇପାରେ।

ବୃଷ: ବନ୍ଧୁଙ୍କ ସହଯୋଗ ମିଳିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ମିଥୁନ: ଖର୍ଚ୍ଚାନ୍ତ ହୋଇପାରନ୍ତି। ଶରୀରର କୌଣସି ସ୍ଥାନରେ ଆଘାତ ଲାଗିପାରେ। ବାଦ-ବିବାଦରେ ପଡ଼ିପାରନ୍ତି।

କର୍କଟ: ନୂତନ କାମ ଆରମ୍ଭ କରିପାରନ୍ତି। ବ୍ୟସ୍ତତା ଭିତରେ ଦିନଟି କଟିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ସିଂହ: ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ବ୍ୟବସାୟରେ ଲାଭ ମିଳିବ। ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି।

କନ୍ୟା: ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। କାର୍ଯ୍ୟ କ୍ଷେତ୍ରରେ ବ୍ୟସ୍ତ ରହିବେ।

ତୁଳା: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଅଶାନ୍ତିରେ ଦିନଟି କାଟି ପାରନ୍ତି।

ବିଚ୍ଛା: କ୍ୟାରିୟରରେ ପରିବର୍ତ୍ତନ ହେବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଖର୍ଚ୍ଚାନ୍ତ ହୋଇପାରନ୍ତି।

ଧନୁ:  ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଫିସରେ ଉଚ୍ଚ ଅଧିକାରୀଙ୍କ ସହ ଖାପ ଖୁଆଇ କାମ କରନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ମକର:  ଖୁସିରେ ଦିନଟି କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଘର ପାଇଁ କିଛି ନୂତନ ଜିନିଷ କିଣି ପାରନ୍ତି।

କୁମ୍ଭ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କ୍ୟାରିୟରକୁ ନେଇ ଚିନ୍ତିତ ରହିପାରନ୍ତି। କାର୍ଯ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ।

ମୀନ: ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। ବ୍ୟବସାୟର ଅଧିକ ଲାଭ ହେବ। ଚାକିରି କ୍ଷେତ୍ରରେ ସମସ୍ୟା ଦେଖା ଦେଇପାରେ।

 

Related story