ମେଷ: ଖର୍ଚ୍ଚ ବଢ଼ିବ। ଘରେ ହସ ଓ ଖୁସିର ବାତାବରଣ ରହିବ। ଗୁଡ଼ ଖାଇ ଘରୁ ବାହାରନ୍ତୁ।
ବୃଷ: ସନ୍ତାନ ପ୍ରାପ୍ତିର ଯୋଗ ରହିଛି। ବ୍ୟବସାୟରେ ଲାଭବାନ ହେବେ। ମନ ଖୁସି ରହିବ।
ମିଥୁନ: ଆର୍ଥିକ ସ୍ଥିତି ଭଲ ରହିବ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ।
କର୍କଟ: ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନପ୍ରାପ୍ତିର ଯୋଗ ରହିଛି। ମାନ-ସମ୍ମାନ ମିଳିବ।
ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ପ୍ରଭୁ ହନୁମାନଙ୍କ ପୂଜା କରନ୍ତୁ।
କନ୍ୟା: ଚାକିରିରେ ପରିବର୍ତ୍ତନ କରିପାରନ୍ତି। ଅର୍ଥପ୍ରାପ୍ତିର ଯୋଗ ରହିଛି। ଘରକୁ ଅତିଥି ଆସିପାରନ୍ତି।
ତୁଳା: ବ୍ୟସ୍ତତା ଭିତରେ ଦିନଟି କଟିବ। ଖର୍ଚ୍ଚ ବଢ଼ିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।
ବିଚ୍ଛା: ମାନ-ସମ୍ମାନ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।
ଧନୁ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସତର୍କତା ସହ ଯାନବାହନ ଚଲାନ୍ତୁ। ବାଦ-ବିବାଦ ଭିତରେ ପଶନ୍ତୁ ନାହିଁ।
ମକର: କାମର ବୋଝ ବଢ଼ିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
କୁମ୍ଭ: ଉପହାର ମିଳିବ। ମାନ-ସମ୍ମାନ ମିଳିବ। କ୍ୟାରିୟର୍ରେ ପରିବର୍ତ୍ତନର ଯୋଗ ରହିଛି।
ମୀନ: ମାନ-ସମ୍ମାନ ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ପରିବାର ଲୋକଙ୍କ ସହ ସମୟ ବିତାଇବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।