୧୫ ଏପ୍ରିଲ,ରବିବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ଦୂର ସ୍ଥାନକୁ ଯାତ୍ରା କରିବେ

ମେଷ: ଖର୍ଚ୍ଚ ବଢ଼ିବ। ଘରେ ହସ ଓ ଖୁସିର ବାତାବରଣ ରହିବ। ଗୁଡ଼ ଖାଇ ଘରୁ ବାହାରନ୍ତୁ। ବୃଷ: ସନ୍ତାନ ପ୍ରାପ୍ତିର ଯୋଗ ରହିଛି। ବ୍ୟବସାୟରେ ଲାଭବାନ ହେବେ। ମନ ଖୁସି ରହିବ। ମିଥୁନ: ଆର୍ଥିକ ସ୍ଥିତି ଭଲ ରହିବ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ। କର୍କଟ: ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନପ୍ରାପ୍ତିର ଯୋଗ ରହିଛି। ମାନ-ସମ୍ମାନ ମିଳିବ। ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। […]

Rasiphala-1-840x440-1-768x402-1-1-1-1-1-2-2-1-1-840x440-1-1-1-1-840x440-1-1-768x402-1

Rakesh Mallick
  • Published: Sunday, 15 April 2018
  • , Updated: 15 April 2018, 07:37 AM IST

ମେଷ: ଖର୍ଚ୍ଚ ବଢ଼ିବ। ଘରେ ହସ ଓ ଖୁସିର ବାତାବରଣ ରହିବ। ଗୁଡ଼ ଖାଇ ଘରୁ ବାହାରନ୍ତୁ।

ବୃଷ: ସନ୍ତାନ ପ୍ରାପ୍ତିର ଯୋଗ ରହିଛି। ବ୍ୟବସାୟରେ ଲାଭବାନ ହେବେ। ମନ ଖୁସି ରହିବ।

ମିଥୁନ: ଆର୍ଥିକ ସ୍ଥିତି ଭଲ ରହିବ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ।

କର୍କଟ: ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନପ୍ରାପ୍ତିର ଯୋଗ ରହିଛି। ମାନ-ସମ୍ମାନ ମିଳିବ।

ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ପ୍ରଭୁ ହନୁମାନଙ୍କ ପୂଜା କରନ୍ତୁ।

କନ୍ୟା:  ଚାକିରିରେ ପରିବର୍ତ୍ତନ କରିପାରନ୍ତି। ଅର୍ଥପ୍ରାପ୍ତିର ଯୋଗ ରହିଛି। ଘରକୁ ଅତିଥି ଆସିପାରନ୍ତି।

ତୁଳା: ବ୍ୟସ୍ତତା ଭିତରେ ଦିନଟି କଟିବ। ଖର୍ଚ୍ଚ ବଢ଼ିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।

ବିଚ୍ଛା: ମାନ-ସମ୍ମାନ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ଧନୁ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସତର୍କତା ସହ ଯାନବାହନ ଚଲାନ୍ତୁ। ବାଦ-ବିବାଦ ଭିତରେ ପଶନ୍ତୁ ନାହିଁ।

ମକର: କାମର ‍ବୋଝ ବଢ଼ିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

କୁମ୍ଭ: ଉପହାର ମିଳିବ। ମାନ-ସମ୍ମାନ ମିଳିବ। କ୍ୟାରିୟର୍‌ରେ ପରିବର୍ତ୍ତନର ଯୋଗ ରହିଛି।

ମୀନ: ମାନ-ସମ୍ମାନ ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ପରିବାର ଲୋକଙ୍କ ସହ ସମୟ ବିତାଇବେ।

Related story