ମେଷ: ସ୍ୱାସ୍ଥ୍ୟ ଭଲ ରହିବ। ମାନ-ସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।
ବୃଷ: ଚାକିରିରେ ପରିବର୍ତ୍ତନ କରିପାରନ୍ତି। ଖର୍ଚ୍ଚ ବଢ଼ିବ। ମିଶ୍ରି ଖାଇ ଘରୁ ବାହାରନ୍ତୁ।
ମିଥୁନ: ଭାଇ-ଭଉଣୀଙ୍କ ସହଯୋଗ ମିଳିବ। ପରିବାରରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ। ସ୍ୱାସ୍ଥ୍ୟ ଭଲ ରହିବ।
କର୍କଟ: କ୍ୟାରିୟରରେ ଉନ୍ନତି କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ମାନ-ସମ୍ମାନ ମିଳିବ।
ସିଂହ: ପିଲାଙ୍କ ଉନ୍ନତି ହେବ। କ୍ୟାରିୟରରେ ପରିବର୍ତ୍ତନ କରିପାରନ୍ତି। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।
କନ୍ୟା: ପରିବାରର ଦାୟିତ୍ୱ ଉପରେ ଧ୍ୟାନ ଦିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଧଳା ବସ୍ତୁ ଦାନ କରନ୍ତୁ।
ତୁଳା: ଲାଗି ରହିଥିବା ବିବାଦର ସମାଧାନ ହେବ। ବିବାହ ସ୍ଥିର ହୋଇପାରେ। ଘରକୁ ଅତିଥି ଆସି ପାରନ୍ତି।
ବିଚ୍ଛା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଚାକିରିରେ ପରିବର୍ତ୍ତନ କରିପାରନ୍ତି।
ଧନୁ: ପିଲାଙ୍କୁ ନେଇ ଖୁସି ଅନୁଭବ କରିବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।
ମକର: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିବେ।
କୁମ୍ଭ: ବ୍ୟସ୍ତତା ଭିତରେ ଦିନଟି କଟିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି।
ମୀନ: ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ଧନପ୍ରାପ୍ତିର ଯୋଗ ରହିଛି। ମାନ-ସମ୍ମାନ ମିଳିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।