୧୭ ଏପ୍ରିଲ, ମଙ୍ଗଳବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ବନ୍ଧୁଙ୍କୁ ସାକ୍ଷାତ କରିବେ

ମେଷ: ନୂତନ ଦାୟିତ୍ୱ ଗ୍ରହଣ କରିବେ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ବିବାହ ସ୍ଥିର ହେବ। ବୃଷ: ବାଦ-ବିବାଦ ଭିତରେ ପଶନ୍ତୁ ନାହିଁ। ଗୁଡ଼ ଖାଇ ଘରୁ ବାହାରନ୍ତୁ। ମିଥୁନ: କାର୍ଯ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ଲାଗି ରହିଥିବା ସମସ୍ୟାର ସମାଧାନ ହେବ। କର୍କଟ: କ୍ୟାରିୟର୍‌ରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ସିଂହ: ପରିବାରରେ ହସ ଓ […]

Rasiphala-1-840x440-1-768x402-1-1-1-1-1-2-2-1-1-840x440-1-1-1-1-840x440-1-1-768x402-1-1-1

Rakesh Mallick
  • Published: Tuesday, 17 April 2018
  • , Updated: 17 April 2018, 08:42 AM IST

ମେଷ: ନୂତନ ଦାୟିତ୍ୱ ଗ୍ରହଣ କରିବେ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ବିବାହ ସ୍ଥିର ହେବ।

ବୃଷ: ବାଦ-ବିବାଦ ଭିତରେ ପଶନ୍ତୁ ନାହିଁ। ଗୁଡ଼ ଖାଇ ଘରୁ ବାହାରନ୍ତୁ।

ମିଥୁନ: କାର୍ଯ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ଲାଗି ରହିଥିବା ସମସ୍ୟାର ସମାଧାନ ହେବ।

କର୍କଟ: କ୍ୟାରିୟର୍‌ରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।

ସିଂହ: ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ଚାକିରିରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ମହିଳାଙ୍କ ସହଯୋଗ ପାଇବେ।

କନ୍ୟା: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବ୍ୟସ୍ତତା ଭିତରେ ଦିନଟି କଟିବ। ହନୁମାନ ଚାଳିଶା ପାଠ କରନ୍ତୁ।

ତୁଳା: ବିବାହ ସ୍ଥିର ହୋଇପାରେ। ପୁରୁଣା ସମସ୍ୟାର ସମାଧାନ ହେବ। ଖର୍ଚ୍ଚ ବଢ଼ିବ।

ବିଚ୍ଛା: ବ୍ୟସ୍ତତା ଭିତରେ ଦିନଟି କଟିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ  ସଫଳତା ପାଇବେ।

ଧନୁ: ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ପିଲାଙ୍କୁ ନେଇ ଖୁସି ଅନୁଭବ କରିବେ।

ମକର: ବ୍ୟସ୍ତତା ଭିତରେ ଦିନଟି କଟିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଲାଲ ରଙ୍ଗର ବସ୍ତୁ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି। ମାନ-ସମ୍ମାନ ମିଳିବ। ଯାତ୍ରା କରିପାରନ୍ତି।

ମୀନ: ବ୍ୟବସାୟରେ ଲାଭବାନ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। ନୂତନ ଦାୟିତ୍ୱ ଗ୍ରହଣ କରିବେ।

Related story