୨୨ ମାର୍ଚ୍ଚ, ଗୁରୁବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କୁ ଆଜି ଉପହାର ମିଳିବ

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୃଷ: ଧନପ୍ରାପ୍ତିର ଯୋଗ ରହିଛି। କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ମିଥୁନ: ଚାକିରିରେ ପରିବର୍ତ୍ତନ କରିପାରନ୍ତି। ବିବାହ ସ୍ଥିର ହୋଇପାରେ। ସୁସ୍ଥ ରହିବେ। କର୍କଟ: ଘରକୁ ଅତିଥି ଆସି ପାରନ୍ତି। ନୂତନ କାର୍ଯ୍ୟ କରିପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ପରିବାରରେ ଲାଗି […]

Rasiphala

Rakesh Mallick
  • Published: Thursday, 22 March 2018
  • , Updated: 22 March 2018, 07:40 AM IST

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ବୃଷ: ଧନପ୍ରାପ୍ତିର ଯୋଗ ରହିଛି। କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

ମିଥୁନ: ଚାକିରିରେ ପରିବର୍ତ୍ତନ କରିପାରନ୍ତି। ବିବାହ ସ୍ଥିର ହୋଇପାରେ। ସୁସ୍ଥ ରହିବେ।

କର୍କଟ: ଘରକୁ ଅତିଥି ଆସି ପାରନ୍ତି। ନୂତନ କାର୍ଯ୍ୟ କରିପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି।

ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ।

କନ୍ୟା: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଚାକିରିରେ ସମସ୍ୟା ଦେଖାଦେଇପାରେ। ଆର୍ଥିକ ସ୍ଥିତି ଭଲ ରହିବ।

ତୁଳା: ମାନ-ସମ୍ମାନ ମିଳିବ। ଚାକିରିରେ ପଦନ୍ନୋତି ପାଇବେ। ଯାତ୍ରା କରନ୍ତୁ ନାହିଁ।

ବିଚ୍ଛା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଯାନବାହାନ ସୁଖ ମିଳିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଭଲ କରିବେ।

ଧନୁ: ଉପହାର ପାଇବେ। ଧନପ୍ରାପ୍ତିର ଯୋଗ ରହିଛି। ମାନ-ସମ୍ମାନ ପାଇବେ।

ମକର: ହାଡ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ସଂଯମତା ରଖି କାମ କରନ୍ତୁ।

କୁମ୍ଭ: ଚାକିରିରେ ପରିବର୍ତ୍ତନ କରିପାରନ୍ତି। ବିବାହ ସ୍ଥିର ହୋଇପାରେ। ଧନପ୍ରାପ୍ତିର ଯୋଗ ରହିଛି।

ମୀନ: ପିଲାଙ୍କୁ ନେଇ ଚିନ୍ତିତ ରହିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।

Related story