ମେଷ: ଜୀବନ ସାଥୀଙ୍କ ସହଯୋଗ ମିଳିବ। ଘରେ ହସ ଓ ଖୁସିର ବାତାବରଣ ରହିବ। ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି। ସୁସ୍ଥ ରହିବେ।
ବୃଷ: ଉପହାର ମିଳିବ। ପରିବାରରେ ମାଙ୍ଗଳିକ କାର୍ଯ୍ୟ ସଂପୂର୍ଣ୍ଣ ହେବ। ଖୁସି ଅନୁଭବ କରିବେ।
ମିଥୁନ: ମାନ-ସମ୍ମାନ ମିଳିବ। କ୍ୟାରିୟରରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ବିବାହ ସ୍ଥିର ହେବ।
କର୍କଟ: କାର୍ଯ୍ୟ କ୍ଷେତ୍ରରେ ପଦନ୍ନୋତି ମିଳିବ। ଖାଦ୍ୟ-ପାନୀୟ ଉପରେ ଧ୍ୟାନ ଦିଅନ୍ତୁ।
ସିଂହ: ମାଲି ମକଦ୍ଦମାରେ ସଫଳତା ପାଇବେ। ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଆର୍ଥିକ ସ୍ଥିତି ଭଲ ରହିବ।
କନ୍ୟା: ମାନ-ସମ୍ମାନ ମିଳିବ। ନୂତନ ଯାନବାହନ କିଣିପାରନ୍ତି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।
ତୁଳା: ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟରେ ଲାଭବାନ ହେବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ବିଚ୍ଛା: ଶରୀରରେ ଆଘାତ ଲାଗିପାରେ। ବାଦ-ବିବାଦ ଭିତରେ ପଶନ୍ତୁ ନାହିଁ। ଖର୍ଚ୍ଚ ବଢ଼ିବ।
ଧନୁ: ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ବ୍ୟବସାୟରେ ଲାଭବାନ ହେବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ମକର: ସୁସ୍ଥ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ।
କୁମ୍ଭ: ଧନପ୍ରାପ୍ତିର ଯୋଗ ରହିଛି। ସୁସ୍ଥ ରହିବେ। ଘରେ ହସ ଓ ଖୁସିର ବାତାବରଣ ରହିବ।
ମୀନ: କ୍ୟାରିୟରରେ ସମସ୍ୟା ଦେଖାଦେଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ହନୁମାନ ଚାଳିଶା ପାଠ କରନ୍ତୁ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।