୨୯ ମାର୍ଚ୍ଚ, ଗୁରୁବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ଆଜି ଯାନବାହନ କିଣିପାରନ୍ତି

ମେଷ: ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ଜୀବନସାଥୀଙ୍କ ସହଯୋଗ ମିଳିବ। ଖର୍ଚ୍ଚ ବଢ଼ିବ। ବୃଷ: ଧନପ୍ରାପ୍ତିର ଯୋଗ ରହିଛି। ଚିନ୍ତାରେ ରହିବେ। ଜୀବନସାଥୀଙ୍କ ସହଯୋଗ ମିଳିବ। ମିଥୁନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ରାଜନୀତି କରୁଥିବା ଲୋକଙ୍କ ଦିନଟି ଭଲରେ କଟିବ। କର୍କଟ: ଧନପ୍ରାପ୍ତିର ଯୋଗ ରହିଛି। ସୁସ୍ଥ ରହିବ। ଦୂରସ୍ଥାନକୁ ଯାଇପାରନ୍ତି। ସିଂହ: କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଦାମ୍ପତ୍ୟ ଜୀବନରେ ଖୁସିରେ କଟିବ। କନ୍ୟା: ଖର୍ଚ୍ଚ […]

Rasiphala-1-840x440-1-768x402-1-1-1

Rakesh Mallick
  • Published: Thursday, 29 March 2018
  • , Updated: 29 March 2018, 07:27 AM IST

ମେଷ: ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ଜୀବନସାଥୀଙ୍କ ସହଯୋଗ ମିଳିବ। ଖର୍ଚ୍ଚ ବଢ଼ିବ।

ବୃଷ: ଧନପ୍ରାପ୍ତିର ଯୋଗ ରହିଛି। ଚିନ୍ତାରେ ରହିବେ। ଜୀବନସାଥୀଙ୍କ ସହଯୋଗ ମିଳିବ।

ମିଥୁନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ରାଜନୀତି କରୁଥିବା ଲୋକଙ୍କ ଦିନଟି ଭଲରେ କଟିବ।

କର୍କଟ: ଧନପ୍ରାପ୍ତିର ଯୋଗ ରହିଛି। ସୁସ୍ଥ ରହିବ। ଦୂରସ୍ଥାନକୁ ଯାଇପାରନ୍ତି।

ସିଂହ: କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଦାମ୍ପତ୍ୟ ଜୀବନରେ ଖୁସିରେ କଟିବ।

କନ୍ୟା: ଖର୍ଚ୍ଚ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ତୁଳା: ସନ୍ତାନ ପ୍ରାପ୍ତିର ଯୋଗ ରହିଛି। ମାନ-ସମ୍ମାନ ମିଳିବ। ଘରେ ହସ ଓ ଖୁସିର ବାତାବରଣ ରହିବ।

ବିଚ୍ଛା: ଅଟକି ରହିଥିବା ଧନ ମିଳିବ। ଯାନବାହନ କିଣି ପାରନ୍ତି। ଜୀବନସାଥୀଙ୍କ ସହ ମତାନ୍ତର ହୋଇପାରେ।

ଧନୁ: ଘର ପାଇଁ କୌଣସି ଜିନିଷ କିଣନ୍ତୁ ନାହିଁ। ଯାତ୍ରା କରନ୍ତୁ ନାହିଁ। ବ୍ୟବସାୟରେ କ୍ଷତି ସହିପାରନ୍ତି।

ମକର: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧନପ୍ରାପ୍ତିର ଯୋଗ ରହିଛି। ଉପହାର ମିଳବ।

କୁମ୍ଭ: ସୁସ୍ଥ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ମାନ-ସମ୍ମାନ ମିଳିବ।

ମୀନ: ସମ୍ପତ୍ତି ନେଇ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଆର୍ଥିକ ସ୍ଥିତି ଭଲ ରହିବ।

Related story