ମେଷ: ଆର୍ଥିକସ୍ଥିତି ସ୍ୱଚ୍ଛଳ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ମାନସିକ ଅଶାନ୍ତିରେ ରହିପାରନ୍ତି।
ବୃଷ: ଆଜି ଦିନଟି ଭଲରେ କଟିବ। ଚାକିରି କ୍ଷେତ୍ରରେ ପଦୋନ୍ନତି ମିଳିବ। ପରିବାର ସଦସ୍ୟଙ୍କ ସହ ଦିନଟି ଖୁସିରେ କାଟିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ମିଥୁନ: ଅଟକି ରହିଥିବା କାମ ଆଜି ପୂରା ହୋଇପାରେ। ପ୍ରିୟ ବନ୍ଧୁଙ୍କ ସହ ଦେଖା ହୋଇପାରେ । ଆର୍ଥିକସ୍ଥିତିର ସୁଧାର ଆସିବ।
କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଖର୍ଚ୍ଚାନ୍ତ ହୋଇପାରନ୍ତି। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।
ସିଂହ: ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ଚାକିରିକ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। କୌଣସି କାମ କଲାବେଳେ ଧୌର୍ଯ୍ୟ ସହ କରନ୍ତୁ।
କନ୍ୟା: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ନିଜ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କ୍ୟାରିୟରରେ ସଫଳତା ମିଳିବ।
ତୁଳା: ଅଟକି ରହିଥିବା କାମ ଆଜି ପୂରା ହୋଇପାରେ। ନୂଆ କାମ ଆରମ୍ଭ କରିବା ପାଇଁ ସୁଯୋଗ ପାଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ବିଛା: ଆଜି ଦିନଟି ଅଶାନ୍ତିରେ କଟିପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଫଳ ଦାନ କରନ୍ତୁ।
ଧନୁ: ପିତାମାତାଙ୍କ ସହଯୋଗ ମିଳିବ। ଜମିଜମାକୁ ଚାଲିଥିବା ମକଦ୍ଦମାରେ ସଫଳତା ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ମକର: ବୈବାହିକ ଜୀବନରେ ସୁଖଶାନ୍ତି ମିଳିବ। ବ୍ୟବସାୟରେ ଅଧିକ ଲାଭ ମଳିବ। ସ୍ୱାସ୍ଥ୍ୟ ଭଲ ରହିବ।
କୁମ୍ଭ: ମାନ-ସମ୍ମାନ ବଢ଼ିବ। କ୍ୟାରିୟରରେ ସଫଳତା ମିଳିବ। ଧନପ୍ରାପ୍ତିର ଯୋଗ ରହିଛି।
ମୀନ: ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ତରବରିଆ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।