ନିଶା ଦ୍ରବ୍ୟରୁ ମୁକ୍ତି ପାଇବାକୁ ଚାହୁଁଛନ୍ତି। ହେଲେ ଉପାୟ ପାଉନାହାନ୍ତି। ଯଦି ବି କୌଣସି ଫର୍ମୁଲା ପାଉଛନ୍ତି ତଥାପି ନିଶା ଜାଲରୁ ମୁକୁଳି ପାରୁନାହାନ୍ତି। ତେବେ ଚିନ୍ତା କରନ୍ତୁ ନାହିଁ। ଆପଣଙ୍କ ପାଇଁ ଆସିଛି ଏକ ଖୁସି ଖବର। ଗବେଷକମାନେ ଏକ ନୂଆ ଥେରାପିର ଆବିଷ୍କାର କରିଛନ୍ତି , ଯାହା ମସ୍ତିଷ୍କରେ ମାଦକ ଦ୍ରବ୍ୟ ସେବନରୁ ହେଉଥିବା ରାସାୟନିକ ଅସନ୍ତୁଳନକୁ ଦୂର କରିବାରେ ସାହାଯ୍ୟ କରିବ। ଆମେରିକାର ଗ୍ଲୋବଷ୍ଟେସନ ସ୍ଥିତ ଟେକ୍ସାସ୍ ବିଶ୍ୱବିଦ୍ୟାଳୟ ଏହି ନୂଆ ଥେରାପି ଆବିଷ୍କାର କରିଛନ୍ତି।
ଏହା ଭବିଷ୍ୟତରେ ନିଶାଠାରୁ ଦୂରେଇ ରଖିବାରେ ସାହାଯ୍ୟ କରିବ। ବିଷେଶଜ୍ଞଙ୍କ କହିବା ଅନୁଯାୟୀ, ଏହି ଥେରାପି ଯେବେ ମୂଷା ଉପରେ ପ୍ରୟୋଗ କରାଗଲା ତାହା ସଫଳ ହୋଇଥିଲା। ମୁଖ୍ୟତଃ ବାରମ୍ବାର ମଦ୍ୟପାନ କରୁଥିବା ବ୍ୟକ୍ତିଙ୍କ ପରିବର୍ତ୍ତନ କ୍ଷେତ୍ରରେ 'ସିରୋଟୋନିନ୍' ଏକ ମୁଖ୍ୟ ଭୂମିକା ଗ୍ରହଣ କରେ। 'ସିରୋଟୋନିନ୍' ଏକ ରସାୟନ ଯାହା ମସ୍ତିଷ୍କର ତନ୍ତ୍ରିକା ଗୁଡ଼ିକୁ ସୂଚନା ପହଞ୍ଚାଇଥାଏ। ଏହି ନୂଆ ଥେରାପି ବଳରେ ମାଦକ ଦ୍ରବ୍ୟ ସେବନ କରୁଥିବା ବ୍ୟକ୍ତିଙ୍କ ମାନସିକସ୍ତର ରାସାୟନିକ ସନ୍ତୁଳନକୁ ଠିକ୍ କରିପାରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସଞ୍ଜ ବେଳେ ମହିଳାଙ୍କ ହାତ ଓ ଗୋଡ଼ ବାନ୍ଧି ଘରୁ ନେଇ ଗଲେ ୨୦ ଲକ୍ଷ ଟଙ୍କା
ଅମିତାଙ୍କୁ ଲୁଟିବା ପରେ ଆଲମାରୀରେ ଥିବା ୨୦ ଲକ୍ଷରୁ ଅଧିକ ଟଙ୍କା ଓ ସୁନା ଅଳଙ୍କାର ଧରି ଚମ୍ପଟ ମାରିଥିଲେ। ଆଉ ଗଲା ବେଳେ ବାହାର ପାର୍ଶ୍ୱରୁ କବାଟ ବନ୍ଦ କରିଦେଇଥିଲେ।
Crime
କ’ଣ ପାଇଁ ସଂପୃକ୍ତ ଶିକ୍ଷାନୁଷ୍ଠାନକୁ ଯାଇଥିଲେ ହଂସିକା ଓ ଅନୀଲ?
ଅପରପକ୍ଷେ ଏହି ଠକ ଯୋଡ଼ିଙ୍କ କେଳେଙ୍କାରୀ ରାଜ୍ୟ ବାହାରକୁ ବି ଲମ୍ବିଛି। ଝାଡଖଣ୍ଡର ଇଏସଏଲ ବୋକାରୋ କଂପାନୀ ସହ ଏକ ୩୦୦ କୋଟି ଟଙ୍କାର ଡିଲ୍ ମଧ୍ୟ ସାମ୍ନାକୁ ଆସିଛି। ଆୟକର ବିଭାଗ ଏସବୁ ତଥ୍ୟ ପାଇବା ପରେ ଖୋଳତାଡ ଚଳାଇଛି।
Politics
ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବା ପରେ କ’ଣ ଫାଇଦା ମିଳିବ? ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ପ୍ରାୟ ୩୦ ହଜାର ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ।
Crime
ବାଘ ମାରି ଖାଇଥିଲେ, ବାସନ୍ଦ ହେଲେ ୪ ପରିବାର
ବନ ବିଭାଗ ଏ ସମ୍ପର୍କରେ ଜାଣିପାରି ଜଗବନ୍ଧୁଙ୍କୁ ମେଡିକାଲ୍ରେ ଭର୍ତ୍ତି କରିଥିଲେ। ଏବେ ତାଙ୍କର ଚିକିତ୍ସା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହେଉଛି। ଗିରଫ ବେଳେ ୩ ଅଭିଯୁକ୍ତ ବାଘ ଶିକାର କରି ଖାଇଥିବା ସ୍ୱୀକାର କରିଥିଲେ।
Crime
ଅଫିସ୍ରେ ମାତାଲ RI କହୁଛନ୍ତି- ମୋଦି ମୋର ଫ୍ରେଣ୍ଡ, ଚାହିଁଲେ ପ୍ରଧାନମନ୍ତ୍ରୀ ହୋଇଯିବି
ଖଜଣା ଦେଇ ପାଉତି କାଟିଲେ ଚାଷୀମାନେ ଫସଲ କ୍ଷୟକ୍ଷତି ପାଇଁ ଆବେଦନ କରିବେ। ହେଲେ ଦୁର୍ଭାଗ୍ୟର ବିଷୟ ବୌଲାଙ୍ଗ ଆର୍ଆଇ ଅଫିସ୍ରେ ନାହାଁନ୍ତି। ତେଣୁ ଚାଷୀମାନେ ପଟା ଓ ପାଉତି ଧରି ଆର୍ଆଇ ଅଫିସ୍ ଆଗରେ ଦୀର୍ଘ ସମୟ ଧରି ଛିଡ଼ା ହୋଇଥିଲେ।